-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ରାଜ୍ୟ

ଗୋଲା ସମ୍ପ୍ରଦାୟର ଲକ୍ଷ୍ମୀ ନାରାୟଣ ପୂଜା

19-May-2021



ମାହାଙ୍ଗା:କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଗୋକୁଳ,ଓଷଙ୍ଗ ଦୁଇଟି ପଞ୍ଚାୟତ ର ଗୋକୁଳ,ଆଳୁଲଟା,ବଇଁଚୁଆ ଏହି ତିନୋଟି ଗ୍ରାମରେ ପବିତ୍ର ଅକ୍ଷୟ ତୃତୀୟା ତିଥିରେ ପୂଜା ପାଆନ୍ତି ଲକ୍ଷ୍ମୀ ନାରାୟଣ। ଏହି ପୂଜା ସତ୍ୟ ଯୁଗରେ ଆରମ୍ଭ ହୋଇଥିବା ପୂର୍ବ ପୁରୁଷ ମାନେ କହିଥାନ୍ତି।ଗୋଲା ସମ୍ପ୍ରଦାୟର ଲୋକମାନେ ଲକ୍ଷ୍ମୀ ନାରାୟଣ ଙ୍କୁ ଇଷ୍ଟଦେବ ଭାବେ ପୂଜା କରିଥାନ୍ତି।ଏହି ପର୍ବ ଅକ୍ଷୟ ତୃତୀୟା ଦିନ ଆରମ୍ଭ ହୋଇଥାଏ ଏବଂ ବିଦ୍ୱାନ ପଣ୍ଡିତ ମାନଙ୍କ ଦ୍ବାରା ଲକ୍ଷ୍ମୀ ନାରାୟଣଙ୍କୁ ଷୋଡ଼ଶ ଉପଚାରରେ ପୂଜା କରାଯାଇଥାଏ। ପଞ୍ଚମ ଦିବସ ରେ ପୂର୍ଣ୍ଣାହୁତି ହେବାପରେ ପ୍ରଭୁଙ୍କ ବିସର୍ଜନ କରାଯାଇଥାଏ । ତାପରେ ସମସ୍ତ ମେଢ଼ ଗୁଡ଼ିକୁ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇ ନଗର ପରିକ୍ରମା କରିବା ପରେ  ବିସର୍ଜନ କରାଯାଇଥାଏ। ଦୁଇବର୍ଷ ଧରି କୋଭିଡ୍ କଟକଣା ଜାରି ଥିବା ବେଳେ କେବଳ ଚାରି ପାଞ୍ଚ ଜଣ ମଧ୍ୟରେ ପୂଜା ସିମୀତ ଭାବେ କରାଯାଇଛି। ଗୋଲା ସମ୍ପ୍ରଦାୟର ଲୋକମାନେ ତାଙ୍କର ବଡ଼ ପର୍ବ ଭାବେ ପାଳନ କରନ୍ତି ଓ ସମସ୍ତ ମାନସିକ ଧାରୀ ଙ୍କ ର ବିଶ୍ୱାସ ରହିଛି ଯେ ଲକ୍ଷ୍ମୀ ନାରାୟଣ ଙ୍କୁ  ଭକ୍ତି ଓ ନିଷ୍ଠାର ସହିତ ପୂଜା କଲେ ମନୋବାଞ୍ଛା ପୂର୍ଣ୍ଣ କରନ୍ତି ବୋଲି ଦୃଢ ବିଶ୍ବାସ ସହିତ ପ୍ରକାଶ କରିଛନ୍ତି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like