-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ମନୋରଞ୍ଜନ

ଆଜି ସଂଧ୍ୟାରେ ରିଲିଜ ହେବ ୟୁଟୁବ ସର୍ଟ ଫିଲ୍ମ ‘ପ୍ରେମ କାଣା ଜାନେ ଧନୀ ଗରିବ’

19-May-2021



ବଲାଙ୍ଗୀର(ପ୍ରେରଣା ଖବର)- ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଓ ଲକ୍‌ଡାଉନ, ସଟ୍‌ଡାଉନ ମଧ୍ୟରେ ମଣିଷ ଘାଂଟି ଚକଟି ହେଉଥିବା ବେଳେ ଲୋକଙ୍କୁ ମନୋରଂଜନର କିଛି ଖୋରାକ ଯୋଗାଇଛି ୟୁଟୁଭ୍ ସର୍ଟ ଭର୍ସନ ଫିଲ୍ମ ସବୁ । ଦୀର୍ଘ ଦିନ ହେଲା ସାରା ଦେଶରେ ସିନେମା ହଲ ସବୁ ଗୁଡିକରେ ତାଲା ଝୁଲୁଥିବା ବେଳେ ଏପରି ୟୁଟୁଭ ଭର୍ସନ ସର୍ଟ ଫିଲ୍ମ ଗୁଡିକ ସୋସିଆଲ ମିଡିଆରେ ବେଶ ଚହଳ ପକାଇବାରେ ଲାଗିଛି । ଏହି କ୍ରମରେ ବଲାଙ୍ଗୀରରେ କୋସଲୀ ଭାଷାରେ  ନିର୍ମାଣ ହୋଇଛି ପ୍ରେମ କଥା ଉପରେ ପର୍ଯ୍ୟାବେଷିତ ଏକ ସର୍ଟ ଫିଲ୍ମ ‘ପ୍ରେମ କାଣା ଜାନେ ଧନୀ ଗରିବ’ । ସ୍ଵସ୍ତିକ ପ୍ରଡକ୍ସନ ନିବେଦିତ ଏହି ଫିଲ୍ମର ପ୍ରଯୋଜନା ଦାୟିତ୍ଵ ଅଭିନେତ୍ରୀ ଅନୀତା ଦାସ ତ୍ରିପାଠୀ ସମ୍ଭାଳି ଥିବା ବେଳେ ନିକଟରେ ଏହାର ପ୍ରମୋ  ସୋସିଆଲ ମିଡିଆରେ ଭାଇରାଲ ହେବା ସହ ଏକ ରୋମାଣ୍ଟିକ ଗୀତକୁ ଦର୍ଶକ ପସନ୍ଦ କରିଛନ୍ତି । ଆଜି ସଂଧ୍ୟରେ ଏହି ସର୍ଟ ଫିଲ୍ମ ମୁକ୍ତିଲାଭ କରିବ ବୋଲି ଜଣାପଡିଛି । କରୋନା ମହାମାରୀ ଜନିତ ଲକ୍‌ଡାଉନ୍ ଯୋଗୁଁ ଭର୍ଚୁଆଲ ମୋଡରେ ଏହି ସର୍ଟ ଫିଲ୍ମ ରିଲିଜ ହେବ ବୋଲି ଜଣାପଡିଛି । ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅନୀତା ଦାସ ତ୍ରିପାଠୀ, ଗୋବର୍ଦ୍ଧନ ଭୋଇ, ଲୋପନ ମିଶ୍ର , ନାସିର ଖାନ୍‌(ଖଳନାୟକ), ବର୍ଷା ରଥ(ମୁଖ୍ୟ ଅଭିନେତ୍ରୀ) ଓ ଭିକି ପ୍ରମୁଖ ଅଭିନୟ କରୁଛନ୍ତି । ସୁରେଶ ଭୋଇ ଏହି ଫିଲ୍ମର ନିର୍ଦ୍ଦେଶକ ରହିଥିବା ବେଳେ ଏହା ସାଧାରଣ ଦର୍ଶକଙ୍କୁ ଭରପୁର ମନୋରଂଜନ ଯୋଗାଇବ ବୋଲି ପ୍ରଯୋଜକ ସୂତ୍ରରୁ ପ୍ରକାଶ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm