-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ତିନି ଜଣ ମହିଳାଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ପୁରୁଷା ରକ୍ତଦାତା

19-May-2021



କଣ୍ଟାବାଞ୍ଜି;(ପ୍ରେରଣା ଖବର) ସମାଜରୂପୀ ଗାଡିର ମହିଳା ଓ ପୁରୁଷ ହେଉଛନ୍ତି ଦୁଇଟି ଯାକ ଗୋଟିଏ ଗୋଟିଏ ଚକ ଯାହାଫଳରେ ସମାଜ ଚଳଚଞ୍ଚଳ ହୋଇଉଠେ ଯାହାକି କରୋନା ସମୟରେ ମଧ୍ୟ ପୁରୁଷ ରକ୍ତଦାତା ମାନେ ରକ୍ତ ଦେଇ

ପ୍ରମାଣିତ କରିଛନ୍ତି।ଆଜି କଣ୍ଟାବାଞ୍ଜି ରକ୍ତ ଭଣ୍ଡାରରେ ତିନି ଜଣ ମହିଳାଙ୍କୁ ପୁରଷମାନେ ରକ୍ତ ଦେଇ ଜୀବନ ରକ୍ଷା କରିଛନ୍ତି।ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶ ରକ୍ତଦାତା ମାନଙ୍କ ସହିତ ଯୋଗାଯୋଗ କରିବା ପରେ ରକ୍ତଦାତା ମାନେ ବିଭିନ୍ନ ଗ୍ରାମରୁ ଆସି ଛୋଟୁ ବାଗ,କଣ୍ଟାବାଞ୍ଜି, ନାରାୟଣ ପ୍ରସାଦ ସିଂ, ଚଣାବାହାଲ,ଗୁଡୁ ରଣା, ମାଙ୍କଡ଼ ଚୁଆଁ,ନାରାୟଣ ଅଗ୍ରୱାଲ, କଣ୍ଟାବାଞ୍ଜି ଏ ପଜିଟିଭ, ଓ ପଜିଟିଭ, ବି ପଜିଟିଭ ରକ୍ତ ପାଇକମାଲର ରୁଖନା ନାୟକ,

ଲଥାକେନ୍ଦର ଦହନା ପୁଞ୍ଜି, ପଙ୍ଗନିଆ ର ଦମୟନ୍ତୀ ହେର୍ଣ୍ଣାଙ୍କୁ ରକ୍ତ ଦେଇ ଜୀବନ ବଞ୍ଚେଇବାରେ ସଫଳ ହୋଇଥିଲେ।ରକ୍ତ ଯୋଗାଡକରିବା ଓ ଦେବାରେ ସଂଗ୍ରାମ ତ୍ରିପାଠୀ, ଗୁରୁବାରୁ ରଣା, ଦୁର୍ଗା ତାଣ୍ଡି, କୁନାଲ ଦାସ,ଶିବ ସାହୁ ଆଦି ସହଯୋଗ କରିଥିଲେ।ରକ୍ତଦାତା ମାନଙ୍କ ଏଭଳି ସେବା ମନୋବୃତ୍ତିକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like