-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଏବେ ବି ବଞ୍ଚିଛି ମାନବିକତା: ଅସହାୟଙ୍କୁ ଖଇରମାଲ କ୍ଳଷ୍ଟର ଶିକ୍ଷକଶିକ୍ଷୟିତ୍ରୀଙ୍କ ଦ୍ଵାରା ସହାୟତା ପ୍ରଦାନ

20-May-2021



ନର୍ଲା (ସଞ୍ଜୀବ ଦାସ): ଏବେ ବି ମାନବିକତା ବଞ୍ଚିଛି l ସମାଜର କିଛି ସହୃଦୟ ବ୍ୟକ୍ତିଙ୍କ ଯୋଗୁଁ ଅନେକ ଅସହାୟ ଲୋକ ବଞ୍ଚିବାର ଆଶା ଉଜ୍ଜିବିତ କରିପାରୁଛନ୍ତି l ଦୁଃଖ ସମୟରେ ଏପରି କିଛି ସାମାଜିକ କାମ କରିଛନ୍ତି ନର୍ଲା ବ୍ଲକର  ଶିକ୍ଷକ ଗୋଷ୍ଠୀ l

   ନର୍ଲା ବ୍ଲକ ଅନ୍ତର୍ଗତ ଖଇରମାଲ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସ୍ଵର୍ଗତ ତୁମେଶ୍ଵର ମାଝୀ କିଛି ଦିନ ତଳେ  କୋଭିଡ-19 ରେ ପ୍ରାଣ ହରାଇଥିଲେ । ଏହି ପରିପ୍ରେକ୍ଷୀରେ ଖଇରମାଲ କ୍ଳଷ୍ଟରରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏକଜୁଟ ହେଇ ଆର୍ଥିକ ସହାୟତାର ହାତ ବଢ଼ାଇଥିଲେ । ସ୍ଵର୍ଗତ ତୁମେଶ୍ଵର ମାଝୀଙ୍କ ଘରକୁ ଯାଇ ସହାୟତାର ହାତ ବଢ଼ାଇଥିଲେ । ମାଝୀ ଙ୍କ ପରିବାର ଲୋକଙ୍କୁ ସମଵେଦନା ଜ୍ଞାପନା କରିଵା ସହ ୧୭.୫୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

ଶିକ୍ଷକ ମାନଙ୍କ ମଧ୍ୟରୁ ଟଙ୍କଧର ନିହାଳ, ସୁବାଷ ମାଝୀ, ଅମର ସିଂ ମାଝୀ,ସତ୍ୟ ନାରାୟଣ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ ।           ଏଠାରେ ପ୍ରକାଶ ଥାଉ କି ଯେ ସ୍ଵର୍ଗତ ମାଝୀଙ୍କ ଗୋଟିଏ ପୁଅ ଗୋଟିଏ ଝିଅ ଥିବା ବେଳେ ପୁର୍ବରୁ ତାଙ୍କ ସ୍ତ୍ରୀ ପୁଅ ଜନ୍ମ କଲା ପରେ ପ୍ରସବ ଜନିତ ଯନ୍ତ୍ରଣା ଯୋଗୁଁ ମୃତ୍ୟୁ ବରଣ କରିଥିଲେ।ପରେ ସ୍ଵର୍ଗତ ମାଝୀଙ୍କ ବାପା ଵି ଆର ପାରି କୁ ଚାଲିଗଲେ l  ବର୍ତ୍ତମାନ ବାପ ମାଁ ଛେଉଣ୍ଡ ପିଲା ତାଙ୍କ ଜେଜେ ମାଁ ପାଖରେ ରହୁଛନ୍ତି। ସ୍ଵର୍ଗତ ମାଝୀ ଶିକ୍ଷକତା କରି ପରିବାର ପୋଷଣ କରୁଥିଲେ l ବର୍ତ୍ତମାନ ଦୁଇ କୁନି ଛୁଆ ବେସାହାରା ହୋଇ ଯାଇଛନ୍ତି ବୋଲି ତାଙ୍କ ଜେଜେ ମାଁ ଦୁଃଖର ସହ କହିଛନ୍ତି। ଯଦି କୌଣସି ସୁଚିନ୍ତିତ ବ୍ୟକ୍ତି ସହଯୋଗରେ ହାତ ବଢାନ୍ତି ତେବେ ଶିକ୍ଷକ ଟଙ୍କଧର ନିହାଳ ୮୨୪୯୩୭୦୬୫୯  ଓ ସାମ୍ବାଦିକ ଦିପକ ଠାକୁରଙ୍କ ୮୧୧୮୦୭୧୫୪୧ ସହ ଯୋଗାଯୋଗ କରିବା ପାଇଁ  ଅନୁରୋଧ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like