-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

କରୋନାରେ ଆକ୍ରାନ୍ତ ହେବା ପାଇଁ କରୋନା ଭୁତାଣୁ ଖୋଜୁଛନ୍ତି କି ! ଆସନ୍ତୁ ବୁଗୁଡା ବ୍ୟାଙ୍କ କୁ ଯାଇ ଆସିବା

20-May-2021



ବ୍ରହ୍ମପୁର, ବୁଗୁଡା (ଉମା ମହାରଣା): ଗଞ୍ଜାମ ଜିଲ୍ଲାରେ କରୋନା ମହାମାରି ଦିନକୁ ଦିନ ସଂକ୍ରଂମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ପ୍ରଶାସନଙ୍କ ନିର୍ଦେଶ ଅନୁସାରେ ବୁଗୁଡା ସହରକୁ ଲକଡାଉନ୍ ଓ ସଟ୍ ଡାଉନ୍ କରାଯାଇଥିବା ବେଳେ ପ୍ରଶାସନ ତରଫରୁ କଡା ପଦକ୍ଷେପ ନିଆଯାଉଛି l  କରୋନା ମହାମାରି  ଦାଉରୁ କିପରି ଅଞ୍ଚଳବାସିଙ୍କୁ ରକ୍ଷା କରାଯାଇପାରିବ ଏନେଇ ପ୍ରଶାସନ ଶତ ଚେଷ୍ଟା ଜାରି ରଖିଥିଲେ ମଧ୍ୟ ଏଭଳି କିଛି ଆମାନତ ଲୋକ କରୋନା କଟକଣାକୁ ବେଖାତିରି କରି ବ୍ୟାଙ୍କ ମାନଙ୍କରେ ବେସ୍ ଭିଡ ଜଣାଉଛନ୍ତି !
 ଗତ କିଛି ଦିନ ତଳୁ ବୁଗୁଡା ବ୍ଳକ ର 19 ଟି  ପଞ୍ଚାୟତର 26ଗୋଟି ଗ୍ରାମକୁ ରେଡ୍ ଜୋନ ଘୋଷଣା କରାଯାଇ ଥିଲେ ମଧ୍ୟ ଲେକେ ସରକାରଙ୍କ କୋଭିଡି ନିୟମକୁ ଉଲଘଂନ କରିବାରେ ଆଦୌ ପଛଘୁଞ୍ଚା ଦେଉନାହାନ୍ତି !  ଏହାର ନଗ୍ନ ଚିତ୍ର ଆଜି ଦେଖିବାକୁ ମିଳିଥିଲା ! ବୁଗୁଡା  ସହରର ବ୍ଳକ ଅଫିସ୍ ସାମନା ରେ ଥିବା ଜୀବନବିମା ଅଫିସ୍ , ଓ ଈଣ୍ତିୟାନ ଓଭରସିଜ୍ ବ୍ୟାଙ୍କ୍ , ଈଣ୍ତିୟାନବ୍ୟାଙ୍କ୍ ଆଦି ଏଶବୁର ପରିଶର ମଧ୍ୟରେ ଲୋକେ ପରସ୍ପରକୁ କାନ୍ଧରେ କାନ୍ଧ ମିଶାଇ ଲାଗିଲାଗି ରହିଛନ୍ତି  ହେଲେ ସେଠି  ନା ଅଛି କାହାରି ସାମାଜିକ ଦୂରତା ନା ଅଛି ମୁହଁରେ ମାସ୍କ l  ଲୋକେ ସେହି ଲମ୍ବା ଧାଡ଼ି ଭିତରେ ଦଳାଚକଟା ହୋଈ ବ୍ୟାଙ୍କରେ ଥିବା ନିଜନିଜର କାମ ସାରି ନିଜ ଗାଁକୁ ଯାଈଥାନ୍ତି  l ବର୍ତ୍ତମାନ ବୁଗୁଡା ଶହରର ଆଖପାଖ ଅଞ୍ଚଳ  ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟ ଦିନକୁ ଦିନ ବଢୁଥିବା ବେଳେ  ଲୋକେ ସଚେତନତା ହେଉନଥିବା ଦେଖିବାକୁ ମିଳୁଛି l ଆଗାମି ଦିନରେ କରୋନା ସଂକ୍ରମଣ ସଂଖ୍ୟା ଆମ ଅଞ୍ଚଳରେ ବଢି ପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଅଛି l ଲୋକଙ୍କ ସଚେତନତାକୁ ନେଇ ଉଚ୍ଚ ପଦାଧିକାରୀ ଦୃଷ୍ଟି ଦେବାକୁ ଦାବି ହେଉଛି l 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like