-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

କ୍ରୀଡା ଶିକ୍ଷକଙ୍କ ବିୟୋଗରେ ଶୋକଶଭା- କନିଷ୍ଠ କନ୍ୟାର ପଢ଼ା ଖର୍ଚ୍ଚ ବହନ କରିବେ ଗତିକୃଷ୍ଣ

20-May-2021



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା)-ଉଲୁଣ୍ଡା ବ୍ଲକ ଧର୍ମସାଳା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ହେମନ୍ତ ରଣାଙ୍କ ବିୟୋଗରେ  ଜିଲ୍ଲା ଜୁନିୟର ରେଡକ୍ରସ  ପକ୍ଷରୁ ଏକ ଶୋକଶଭା ୱେବିନାର ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରକାଶ ଯେ ହେମନ୍ତ କିଛି ଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ବଲାଙ୍ଗିର ଦାକ୍ତରଖାନାରେ ଚିକିତ୍ସାଧିନ ଥିଲେ । ଗତ ୧୩ ତାରିଖ ଦିନ ତାଙ୍କର ମୃତ୍ୟୁ ହୋଇଥିଲା । ହେଲେ ସେ ଦୁଃଖ ତାଙ୍କ ପରିବାର ଲୋକେ ଭୁଲିନଥିବା ବେଲେ ଗତକାଲି ତାଙ୍କ ମାଁଙ୍କ ମଧ୍ୟ କରୋନାରେ ମୃତ୍ୟୁ ଘଟିଥିଲା । ଏହି ଅବଶରରେ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ସଂଯୋଜନାରେ ଆୟୋଜିତ ଶୋକ ସଭାରେ  ରେଡକ୍ରସର ଉପସଭାପତି ଗତିକୃଷ୍ଣ ମିଶ୍ର ସଭାପତିତ୍ୱ କରିଥିଲେ । ଏଥିରେ ଜିଲ୍ଲା ସଂପାଦକ  ହିମାଂଶୁ କର, ବରିଷ୍ଠ ସାଧନ କର୍ମୀ ସୁରେଶ ପଧାନ, ଧର୍ମଶାଲା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲୋକନାଥ ମେହେର ଯୋଗଦେଇ ସ୍ୱର୍ଗତ ରଣାଙ୍କ ଉଦ୍ୟେଶ୍ୟରେ ଦୁଇ ମିନଟ ନରବ ପ୍ରାର୍ଥନା କରିଥିଲେ । ବିଶେଷକରି ସ୍ୱର୍ଗତ ରଣାଙ୍କ  ଅଷ୍ଟମ ଶ୍ରେଣୀରେ ପଢୂଥିବା କନିଷ୍ଠ କନ୍ୟାର ପାଠ ପଢାଠୁ ଆରମ୍ଭ କରି ରହିବା, ଖାଇବା ସମେତ ସୋନପୁର ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପଢାଇବା ପାଇଁ ସମସ୍ତ ଖର୍ଚ ବହନ କରିବେ ବୋଲି  ଗତିକୃଷ୍ଣ ମିଶ୍ର ପ୍ରତିଶୃତି ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ  ଚନ୍ଦ୍ରମଣୀ ବାଘ, ପ୍ରହଲ୍ଲାଦ ନାଏକ, ସସ୍ମିତା ସାହୁ, ଅନୁପ୍ରୀୟା ମିଶ୍ର, ଗୋପେଶ ପଣ୍ଡା, ଜଗଦିସ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ହୃଷିକେଶ ଚାନ୍ଦ ଧନ୍ୟବାଦ ଦେଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like