-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଅତାବିରା ଥାନାର ନୂତନ ଭାରପ୍ରାପ୍ତ ଅଧିକାରୀ ଭାବେ ଦିଲିପ୍ ବେହେରା ଙ୍କ ଯୋଗଦାନ

21-May-2021



ଅତାବିରା (ମୁକୁନ୍ଦ ଦାସ) ଅତାବିରା ଥାନାର ନୂତନ ଭାରପ୍ରାପ୍ତ ଅଧିକାରୀ ଭାବେ ଦିଲିପ୍ ବେହେରା ଯୋଗ ଦେଇଛନ୍ତି। ଶ୍ରୀ ବେହେରା ଅତାବିରା ଥାନାରେ ଯୋଗଦେବା ପୂର୍ବରୁ ସେ ୨୦୧୮ ମସିହାରେ ଗୋଡ଼ଭଗା ଫାଣ୍ଡି ଅଧିକାରୀ ଭାବରେ ଗୋଟିଏ ବର୍ଷ ଦାୟିତ୍ଵ ତୁଲାଇ ଥିଲେ । ପରେ ସେ ୨୦୧୯ ମସିହାରୁ ୨୦୨୧ ମାର୍ଚ୍ଚ ପର୍ୟ୍ୟନ୍ତ ବରଗଡ଼ ସଦର ଥାନାରେ ଥାନା ଅଧିକାରୀ ଭାବରେ ଦାୟିତ୍ଵ ନିର୍ବାହ କରିଥିଲେ। ଅତାବିରା ଥାନାରେ ସେ କାର୍ୟ୍ୟଭାର ଗ୍ରହଣ କଲାପରେ ଅଞ୍ଚଳର ଅସାମାଜିକ ବ୍ୟକ୍ତିଙ୍କ ଭିତରେ ଏକ ଭୟ ସୃଷ୍ଟି ହେଉଥିବା ଜଣାପଡିଛି। ଦୀର୍ଘ ଦିନ ଧରି ଅଞ୍ଚଳରେ ଚୋରି, ଡକାୟତି, ଜୁଆ, ସଟା, ମଦ ଏପରିକି ମର୍ଡର ଭଳି ଘଟଣା ସାଧାରଣ ହୋଇପଡ଼ିଥିଲା। ଅଞ୍ଚଳବାସୀଙ୍କ ଆଖିରୁ ନିଦ ହଜିଯାଇଥିବା ବେଳେ ନିଜକୁ ପ୍ରତି ମୁହୂର୍ତ୍ତରେ ଅସୁରକ୍ଷିତ ମଣୁଥିଲେ । ଅନେକ ଥର ଦଳୀୟ ତଥା ସର୍ବଦଳୀୟ ସ୍ତରରେ ମଧ୍ୟ ଥାନା ଘେରାଉ ସହ ଆଲୋଚନା ହୋଇଥିଲା ପୂର୍ବତନ ଥାନା ଅଧିକାରୀଙ୍କ ସହ। ଅଞ୍ଚଳରେ ଏହି ଅସାମାଜିକ କାରବାରକୁ ବନ୍ଦ କରିବା ପାଇଁ ତଥା ଲୋକଙ୍କୁ ଟିକେ ସୁରକ୍ଷା ଦେବାପାଇଁ ଅନେକ ସଭା ସମିତି ବି ହୋଇସାରିଛି ।ଥାନା ଅଧିକାରୀ ମହାଶୟ ତାରିଖ ପରେ ତାରିଖ ନିର୍ଦ୍ଧାରିତ କରି ସେହି ସମୟ ଅବଧି ଭିତରେ ମଦ, ଜୁଆ ଆଦି ନିଶା କାରବାରକୁ ବନ୍ଦ କରିବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ହେଲେ ସବୁ ପ୍ରତିଶୃତି କେବଳ ପ୍ରତିଶୃତି ରେ ହିଁ ରହିଗଲା। ଦିନକୁ ଦିନ ଆହୁରି ବଢିଚାଲିଲା ଅପରାଧ । ଅପରାଧୀମାନେ ନିଜର କାୟା ବିସ୍ତାର କରିବାକୁ ଲାଗିଲେ। ପୋଲିସ ଉପରୁ ଲୋକଙ୍କ ଆସ୍ଥା ଧୀରେ ଧୀରେ ତୁଟିଯାଇଥିଲା। ଏବେ ନୂତନ ଯୁବ ଥାନାଧିକାରୀଙ୍କ କାର୍ୟ୍ୟଭାର ଗ୍ରହଣ ପରେ ପୁଣି ଲୋକଙ୍କ ମନରେ ନୂତନ ଆଶା ଦେଖାଦେଇଛି ।ତେବେ ଦେଖାଯାଉ ନୂତନ ଥାନାଧିକାରୀ ଲୋକଙ୍କ ଆସ୍ଥାଭାଜନ ହେଉଛନ୍ତି ନା ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like