-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢିବାର କାରଣ ଆମ ରାଜ୍ୟରେ ଟେଷ୍ଟିଂ ଏବେ ବଢ଼ିଛି - ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

21-May-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ରାଜ୍ୟରେ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢିବାର କାରଣ ଆମ ରାଜ୍ୟରେ ଟେଷ୍ଟିଂ ଏବେ ବଢ଼ିଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ଟେଷ୍ଟିଂ ଅନୁଯାୟୀ ପିଜେଟିଭଟି ରେଟ ଅଧିକ ନାହିଁ । ଆମର 80 ପ୍ରତିଶତ ଫିଲପ ହୋଇଛି ଓ 50 ପ୍ରତିଶତରୁ ଅଧିକ ଭେଣ୍ଟିଲେଟର ଫିଲପ ଅଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ତେଣୁ ବହୁତ କ୍ରିଟିକାଲ ଲୋକେ ଏବେ ମେଡ଼ିକାଲରେ ଅଛନ୍ତି । ସେ ଦୃଷ୍ଟିରୁ ମୃତ୍ୟୁ ସଂଖ୍ୟା ଏବେ ଟିକିଏ ବଢ଼ିବ । ଶେଷ 15 ରୁ 20 ଦିନକୁ ଦେଖିଲେ ଜାଣି ପାରିବେ ଯେ ମୃତ୍ୟୁ ସଂଖ୍ୟା କେତେ ବଢୁଛି । ଯେତିକି ରୋଗୀ ମେଡ଼ିକାଲରେ ଅଛନ୍ତି ସେମାନଙ୍କ ଭିତରେ କିଛି ସୁସ୍ଥ ହେବେ ନଚେତ କିଛି ମୃତ୍ୟୁ ବରଣ କରିବେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ  ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ସେହି ଅନୁପାତରେ ଏହି ମୃତ୍ୟୁ ସଂଖ୍ୟା ବଢିବାର ଆକଳନ କରାଯାଉଛି । ମେ ମାସ ଶେଷ ବେଳକୁ ରାଜ୍ୟରେ ସଂକ୍ରମଣ କମିବ ବୋଲି ଆମେ ଆଶା ରଖିଛୁ । ପ୍ରଥମ ଲହରରେ 18 ବର୍ଷ ତଳକୁ 10 ପ୍ରତିଶତ ଡେଥ ରହିଥିଲା । ବର୍ତ୍ତମାନ ବି ଯୁବ ବର୍ଗ ଅଧିକ ଆଫେକ୍ଟ ହେଉଛନ୍ତି । ଯେହେତୁ ଭ୍ୟାକ୍ସିନ ନଥିଲା ତେଣୁ ବର୍ତ୍ତମାନ ଡେଥ ରେଟ ଟା ବଢ଼ୁଛି । ଯେତେ ଶୀଘ୍ର ଆମେ ଭ୍ୟାକ୍ସିନେସନ ସାରିବା ସେହି ଅନୁପାତରେ ଡେଥ ରେଟ କମିବ ।  ଆମେ ଧୀରେ ଧୀରେ ଆଇସିୟୁ ବଢ଼ାଉଛୁ । ଆଜି ବି କିମ୍ସ ହସ୍ପିଟାଲରେ ଆଇସିୟୁ ବଢ଼ାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବ୍ଲାକ ଫଙ୍ଗସ ଥିଲା ହ୍ଵାଇଟ ଫଙ୍ଗସ୍ ବି ରହିଥିଲା ତେଣୁ ଲୋକ ମାନେ ଭୟବିତ ନ ହୁଅନ୍ତୁ । ମେଲେରିଆ, ଟିଭି ଭଳି ବ୍ଲାକ ଫଙ୍ଗସ୍ କୁ କେବଳ ନୋଟିଫାଏବୋଲି ଡିଜିଜି ବୋଲି ଘୋଷଣା କରାଯାଇଛି । ସମସ୍ତ ନୋଟିଫାଏବୋଲି ଡିଜିଜି ମହାମାରୀ ନୁହେଁ । ଅର୍ଥାତ ଯେଉଁଠି ରୋଗୀ ଚିହ୍ନଟ ହେବେ ତୁରନ୍ତ ସରକାରଙ୍କୁ ଜଣାଇବେ । ଆମ ରାଜ୍ୟରେ 10 ଜଣ ଭିତରେ ବ୍ଲାକ ଫଙ୍ଗସ ସସପେଟ ଚିହ୍ନଟ ହୋଇଛନ୍ତି ବୋଲି ଏହି ଅବସରରେ  ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର  ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like