-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

22-Oct-2020



 ୧-ସିରାଜଙ୍କ ବୋଲିଂରେ ଘାଇଲା କୋଲକାତା ନାଇଟ୍ ରାଇଡର୍ସ, ୮ ଓ୍ଵିକେଟ୍‌ରେ ଜିତି ପଏଣ୍ଟ ଟେବୁଲର ଦ୍ଵିତୀୟରେ ପହଞ୍ଚିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ।

୨-ଶକ୍ତିକାନ୍ତ ଦାସ ଦେଲେ ଭରସା, ଦେଶର ଅର୍ଥନିତି ସୁଧୁରୁଛି, ଭାରତ ଉନ୍ନତିର ଦ୍ୱାରଦେଶରେ।

 ୩-୪୮ ଘଣ୍ଟା ମଧ୍ୟରେ ‘ଆଇଟମ୍’ ମନ୍ତବ୍ୟର ଅର୍ଥ ବୁଝାଇ ଦେବାକୁ କମଲ ନାଥଙ୍କୁ ନୋଟିସ୍ ଜାରି କଲେ ନିର୍ବାଚନ କମିସନ୍।

 ୪-୮ ଜିଲ୍ଲାରେ ୪୮ ଘଣ୍ଟା ବର୍ଷିବ, ବିପର୍ଯ୍ୟୟ ପାଇଁ ସରକାରଙ୍କୁ ସତର୍କ କଲା ପାଣିପାଗ ବିଭାଗ।

 ୫-ବଲିଉଡର ଲୋକପ୍ରିୟ ଅଭିନେତା ସଞ୍ଜୟ ଦତ୍ତ କର୍କଟ ରୋଗ ସହ ଲଢେଇ କରି ଜିତିଲେ : ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ , ଟ୍ୱିଟରେ ସେ ତାଙ୍କ ପରିବାର, ବନ୍ଧୁ ଏବଂ ସମସ୍ତ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଲେ

 ୬-ଦୁର୍ନୀତି ସାବାଡ୍‌ ପାଇଁ ଅଭିଯାନ : ବଡ଼ ପଦରେ ରହି କେଳେଙ୍କାରୀ କରୁଥିଲେ ଫସିବେ।

 ୭-୩୦ ଲକ୍ଷ ସରକାରୀ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ – କ୍ୟାବିନେଟ ୩୭୧୪ କୋଟି ଟଙ୍କା ମଞ୍ଜୁରୀ ।

 ୮-କେନ୍ଦ୍ର ସରକାରଙ୍କ ରିପୋର୍ଟରୁ ଆସିଲା ସାଂଘାତିକ ତଥ୍ୟ : ଓଡ଼ିଶାରେ ଦିନକୁ ୩୦ ଦୁର୍ଘଟଣା, ୧୫ ମୃତ୍ୟୁ।

 ୯-ଚୀନ୍‌ରେ କାରବାର କରୁଛନ୍ତି ଆମେରିକା ରଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ବ୍ୟାଙ୍କରେ ରଖିଛନ୍ତି ଆକାଉଣ୍ଟ: ରିପୋର୍ଟ।

 ୧୦-ତୁମେ ଯଦି ପୁଲିସ, ଓକିଲ, ଜଜ୍ ହେବ; ଆମେ କାହିଁକି ଏଠି ବସିଛୁ : ରିପବ୍ଲିକ୍ ଟିଭି ପ୍ରସଙ୍ଗରେ ଏମିତି କହିଲେ ମୁମ୍ବାଇ ହାଇକୋର୍ଟ ବିଚାରପତି।

 ୧୧-କୋଭିଡ ମୁକାବିଲା: ରାଜ୍ୟରେ ଆରୋଗ୍ୟ ସଂଖ୍ୟା ଅଢେଇ ଲକ୍ଷ ଟପିଲା, କୋଭିଡ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ।

୧୨-୫ଜି ପାଇଁ ଜିଓ ଓ କ୍ୱାଲ୍‌କମ୍‌ର ମିଳିତ ଉଦ୍ୟମ – ପରୀକ୍ଷଣ ପର୍ଯ୍ୟାୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍ ହାସଲ।

୧୩-ରାଜ୍ୟ ସୂଚନା ଆୟୋଗରେ ୧୫ ହଜାର ମାମଲା ବିଚାରାଧୀନ।

୧୪-ଆଜି ନୌସେନାରେ ସାମିଲ ହେବ ସ୍ବଦେଶୀ ନିର୍ମିତ ବୁଡ଼ାଜାହାଜ ବିଧ୍ୱଂସି ଯୁଦ୍ଧପୋତ ଆଇଏନଏସ କଭରାତି।

 ୧୫-ଏବେ ମହାରାଷ୍ଟ୍ରରେ ବିନା ଅନୁମତିରେ ତଦନ୍ତ କରି ପାରିବନାହିଁ ସିବିଆଇ, ରୋକ୍ ଲଗାଇଲେ ଉଦ୍ଧବ ସରକାର ।

 ୧୬-ପ୍ରଥମ ବୋଲର ଭାବେ ଆଇପିଏଲ୍‌ରେ ୨ଟି ମେଡେନ ଓଭର ପକାଇଲେ ସିରାଜ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like