-+91-9937148622 |
prerana_bgr@rediffmail.com |
Saturday 19th September 2026 |
R.N.I. Regd No. ODIODI/2010/46693
Breaking News
21-May-2021
କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଛାତ୍ର କଂଗ୍ରେସ କମିଟି ତରଫରୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ
ଦୂତିମେଣ୍ଡି ପଞ୍ଚାୟତ ଖୁଣ୍ଟଲାଝର ଗ୍ରାମରେ ଶୁଖିଲା ଖାଦ୍ୟ, ଓ ମାସ୍କ୍ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଛାତ୍ର କଂଗ୍ରେସ