-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଉତ୍କଳ ବିକାଶ ପରିଷଦ ପକ୍ଷରୁ ନୟାବଜାର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଶୋଧନ କାର୍ଯ୍ୟକ୍ରମ

21-May-2021



କଟକ :କଟକ ସଦର ବ୍ଲକର  ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ ସଭାପତି ଯୁବସମାଜସେବୀ ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ନିର୍ଦ୍ଦେଶକ୍ରମେ କଟକ ମହାନଗର ନିଗମ ୱାର୍ଡ ନମ୍ବର ୫୧ ତିନିଘରିଆ ଉପକଣ୍ଠ ନୟାବଜାର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ବିଶୋଧନ କରାଯାଇଛି । ଏହି ବିଶୋଧନ କାର୍ଯ୍ୟରେ ତିନିଘରିଆ ପୂଜାକମିଟି ସଭାପତି ଲେଲିନ ଖୁଣ୍ଟିଆ, ଯୁବସମାଜସେବୀ ଅଲୋକ ବସ୍ତିଆ,ଶୁଭେନ୍ଦୁ ଭୂୟାଁ,ପୋପରଡା ମହାଦେବ ପୂଜା କମିଟିର ସମ୍ପାଦକ ସୁଦର୍ଶନ ଜେନା,ବରିଷ୍ଠ ନାଗରିକ ସଂଘ ପୂର୍ବ କଟକର ସଂଗଠନ ସମ୍ପାଦକ ହୃଦାନନ୍ଦ ପଟ୍ଟନାୟକ, ସଭାପତି ବିଜୟ କୁମାର ଖୁଣ୍ଟିଆ, ସାଧାରଣ ସମ୍ପାଦକ ଅଗଣି ଚରଣ ନାୟକଙ୍କ ସମେତ ଉତ୍କଳ ବିକାଶ ପରିଷଦର କାର୍ଯ୍ୟକର୍ତା ବିଜୟ ନାୟକ, ବାବୁଲି ଦାସ, ନାରାୟଣ ଜେନା, ସ୍ମୃତିରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ରହି  ପରିଚାଳନା କରିଥିଲେ । ଅଞ୍ଚଳ ବାସିନ୍ଦା ବାରମ୍ବାର ମହାନଗର ନିଗମକୁ ଜଣାଇବାପରେ ମଧ୍ୟ ବିଶୋଧିକରଣ ହୋଇପାରୁନଥିଲା ବେଳେ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦର ଏହି ବିଶୋଧନ କାର୍ଯ୍ୟକ୍ରମକୁ ସାଧାରଣରେ ଉଚ୍ଚ ପ୍ରସଂଶା କରାଯାଇଛି । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like