-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର: ଲକଡାଉନରେ ନିରନ୍ତର ସେବା ଦେଉଚ୍ଛନ୍ତି ବଜରଙ୍ଗ ଦଳ ଓ ଆର ଏସ ଏସ କର୍ମକର୍ତ୍ତା

21-May-2021



ବୀରମହାରାଜପୁର (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲାରେ କୋଭିଡ ଭୂତାଣୁ ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ରାଜ୍ୟ ସରକାର  ଲାଗୁ  କରିଛନ୍ତି ଲକଡାଉନ ଓ ସଡଡାଉନ  l ଏପରି ମହାମାରୀ  ସମୟରେ ଜିଲ୍ଲାର ବଜରଙ୍ଗ ଦଳ ଓ ଆର ଏସ୍ ଏସ୍  ଦଳ ର କର୍ମକର୍ତ୍ତା ଦିନରାତି ଏକ କରି କରୁଛନ୍ତି ସେବା କାର୍ଯକ୍ରମ l  ପ୍ରଭୁ ରାମଙ୍କ ବିପଦ ସମୟରେ ଯେପରି 

ହନୁମାନ ସହାୟ ହୁଅନ୍ତୁ ସେହିପରି । ପ୍ରତେକ  ଦିନ ସକାଳୁ ସୁବର୍ଣ୍ଣ ପୁର ଜିଲ୍ଲାର ବସଷ୍ଟେଣ୍ଡ  ଠାରେ ଆର.ଏସ.ଏସ  ଓ ବଜରଙ୍ଗ ଦଳର କର୍ମକର୍ତ୍ତା କlଢ଼ା ଦେଉ ଥିବା ବେଳେ ସମସ୍ତ କୋଭିଡ  ଯୋଦ୍ଧା, ମାନସିକ ବିକୃତ ମସ୍ତିସ୍କ ଲୋକଙ୍କ ସେବା ଓ ପ୍ରତି ଛକ ରେ କାର୍ଯ୍ୟରତ ପୋଲିସ ଓ ସଫେଇ କର୍ମଚାରୀଙ୍କୁ ଟିଫିନ୍ ପୁଡିଆ ଦେଇ ଉଦାହରଣ ସୃଷ୍ଟି କରିଛନ୍ତି । ସେହିପରି ଖବର ମିଳିଲେ କାହାକୁ ଯଦି ଅକ୍ସିଜେନ ଦରକାର ତାହା ବି  ଯୋଗlଉଛନ୍ତି ଏମାନେ । ରକ୍ତ ଦାନ ଓ ରୋଗୀ ସେବା ସହିତ  ଶବ ସଂସ୍କାର ପାଇଁ ମଧ୍ୟ ୨୪ଘଣ୍ଟା ସେବା ଯୋଗାଇବାର ନଜିର ରହିଛି । ସେହିପରି ମାସ୍କ ବଣ୍ଟନ, ସାମାଜିକ 

ଦୂରତା ବିଷୟରେ ଲୋକଙ୍କୁ ବୁଝାଉଛନ୍ତି ସ୍ଵେଚ୍ଛାସେବୀ ମାନେ   । ଲକଡାଉନ  ଓ ସଡଡାଉନ  ପର୍ଯ୍ୟନ୍ତ  ରୋଗୀ ତଥା ନିସହାୟ ଲୋକଙ୍କୁ  ନିରନ୍ତର ସେବା ଯୋଗାଇ ଦିଆଯିବ ବୋଲି ଏହି ଅବସରରେ ବଜରଙ୍ଗ ଦଳର କର୍ମକର୍ତ୍ତା ଓ ଆର ଏସ୍ ଏସ୍  କର୍ମକର୍ତ୍ତା ମାନେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like