-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ତିନିଶହ କେଜିରୁ ଉର୍ଦ୍ଧ ଗଞ୍ଜେଇ ଜବତ

22-May-2021



ଗଞ୍ଜାମ (ଉମା ମହାରଣା) ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ କଞ୍ଚଣା ଛକ ଉପରେ ଏକ ଗଞ୍ଜେଇ ବୋଝେଇ ଟ୍ରାକ୍ଟର ଜବତ । ଛତ୍ରପୁର ଅବକରୀ ବିଭାଗ,ସ୍ଥାନୀୟ ପୋଲିସ ଓ ତହସିଲଦାରଙ୍କ ମିଳିତ ଚଢ଼ାଉ ରେ ଜବତ ହୋଇଛି । ଆଜି ସକାଳୁ ସକାଳୁ ସତଡାଉନର ସୁଯୋଗ ନେଇ ଏକ ଗଞ୍ଜେଇ

ବୋଝେଇ ଟ୍ରାକ୍ଟର ଯାହାର ନଂ OD 07L8243 । କୋଦଳା ଅଞ୍ଚଳରୁ ସୁମଣ୍ଡଳ ଅଭିମୁଖେ ଯାଉଥିବା ବେଳେ କଞ୍ଚଣା ଛକ ନିକଟରେ ତହସିଲଦାର ଓ ଅବକରୀ ବିଭାଗ ଟ୍ରାକ୍ଟର ଟିକୁ ଅଟକାଇ ଥିଲେ । ଟ୍ରାକ୍ଟର ଟି ସମ୍ପୁର୍ଣ୍ଣ ପାଲ ଘୋଡା ହେଇଥିବା ବେଳେ ପାଲ କାଢ଼ିବା ପରେ ଜଣା ପଡିଥିଲା ପାଖାପାଖି ୩ କୁଇଣ୍ଟାଲ ରୁ ଉର୍ଦ୍ଧ ଗଞ୍ଜେଇ । ଯାହାର ଅନୁମାନିକ ମୂଲ୍ୟ ୧୫ଲକ୍ଷ ଟଙ୍କା ରୁ ଉର୍ଦ୍ଧ ହେବ ବୋଲି ଜଣା ପଡ଼ିଛି । ତେବେ ଗାଡିକୁ ଅଟକାଇବା ସମୟରେ କୌଶଳ କ୍ରମେ ଗାଡି ଡ୍ରାଇଭର ଚମ୍ପଟ ମାରିଥିଲା । ଅବକରୀ ବିଭାଗ ଗାଡିକୁ ଜବତ କରିବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି ତେବେ ଉକ୍ତ ଟ୍ରାକ୍ଟର ଟି କାହାର ଏହାର ପ୍ରକୃତ ମାଲିକ କିଏ କେଉଁ ଅଂଚଳରୁ କେଉଁ ଅଞ୍ଚଳକୁ ଯାଉଥିଲା ତାକୁ ନେଇ ଏବେ ତଦନ୍ତ ଆରମ୍ଭ କରିଛି ଅବକରୀ ବିଭାଗ । ଏହି ଅପରେସନ ରେ କୋଦଳା ତହସିଲଦାର ଅବନୀ କୁମାର ସାହୁ ଅବକରୀ ଡେପୁଟି ସୁପରିଡେଣ୍ଟ ଅଭିରାମ ବେହେରା ,ସଦର ଇନ୍ସପେକ୍ଟର ଦୀପ୍ତି ମୟୀ ସାହୁ ,ମୋବାଇଲ ଇନ୍ସପେକ୍ଟର ପ୍ରତିଧାରା 

ନାୟକ,ମୋବାଇଲ ସଵ ଇନ୍ସପେକ୍ଟର ଦୁର୍ଯ୍ୟୋଧନ ଦିଗଲ ,ଖଲ୍ଲିକୋ ଟଅବକରୀ  ସବ ଇନ୍ସପେକ୍ଟର ଅଜିତ କୁମାର ପାତ୍ର, ସଦର ସବ ଇନ୍ସପେକ୍ଟର ମୋହନ ପ୍ରଧାନ ମିଳିତ ଭାବେ ଚଢ଼ାଉ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like