-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କୋକସରା : ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଅଚଳ,ପାଣି ପାଇଁ ଲୋକେ ହନ୍ତସନ୍ତ

22-May-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା):କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଫୁପ- ଗାଁ ଗ୍ରାମ ପଞ୍ଚାୟତ ସିନାପଡାରେ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ  ଦ୍ୱାରା ପାନୀୟ ଜଳଯୋଗାଣର ବ୍ୟବସ୍ଥା ରହିଛି କିନ୍ତୁ ଯେଉଁଠାରେ ଜଳ ଯୋଗାଣ ପ୍ରକଳ୍ପ ରହିଛି ତାହା ୨ମାସ ହେଲା କାର୍ଯ୍ୟକ୍ଷମ ହୋଇ ନାହିଁ । ଏବେବି ବ୍ଲକ ର ଅନେକ ଗାଁରେ ଜଳ ଯୋଗାଇବାରେ ସରକାର  ବିଫଳ ହୋଇଛନ୍ତି ।ଗାଁ ଲୋକ କହିବା ଅନୁସାରେ ଦୀର୍ଘ ୨ମାସ କାଳ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଅଚଳ ହେବା ପରେ ମଧ୍ୟ  ଆର୍   ଡବ୍ଲ୍ୟୁ ଏସ୍ ଏସ୍  ଏଥି ପ୍ରତି ଦୃଷ୍ଟି ଦେଇ ନାହିଁ ।

ଏହା କାର୍ଯ୍ୟକ୍ଷମ ହେଉ ନ ଥିବାରୁ ଲୋକେ ପିଇବା ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପରିତାପର ବିଷୟ ହେଲା ଉକ୍ତ  ଫୁପ-ଗାଁ ସିନପଡ଼ାରେ ନଳକୂପ  ଟିଏ ଅଛି ତାହା ପୁଣି ବିଳମ୍ବରେ ପାଣି ଓ ଅଳ୍ପ ଅଳ୍ପ ବାହାରୁଛି ଯାହାଫଳରେ ଲୋକେ ପିଇବା ପାଣି ପାଇଁ ଡହଳ ବିକଳ ହେଉଛନ୍ତି ।ଏ ବାବଦରେ ଆର୍ ଡବ୍ଲ୍ୟୁ ଏସ୍  ଏସ୍ କନିଷ୍ଠ ଯନ୍ତ୍ରୀଙ୍କୁ ଫୋନ ମାଧ୍ୟମରେ ଯୋଗାଯୋଗ କରିଥିଲେ ମଧ୍ୟ ପ୍ରତିକ୍ରିୟା ମିଳି ପାରି ନଥିଲା । ପରେ କୋକସରା ବିଡ଼ିଓ ଙ୍କୁ ଯୋଗାଯୋଗ କଲାପରେ  ତଦନ୍ତ କରି ଏହାର ସମାଧାନ କରିବାର ପ୍ରତିଶୃତି ଦେଇଛନ୍ତି ।
ତେଣୁ ବିଭାଗୀୟ ଅଧିକାରୀ ତୁରନ୍ତ ଏଥି ପ୍ରତି ଦୃଷ୍ଟି ଦେଇ ଉକ୍ତ ଗ୍ରାମକୁ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇ ଦେବା ତଥା ନୂତନ ପାଣି ଟାଙ୍କି ନିର୍ମାଣ ପାଇଁ  ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like