-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜୀବନଶୈଳୀ

ଦୁର୍ଗା ପୂଜା ପେଣ୍ଡାଲରେ ଲାଗିଲା ଅଭିନେତା ସୋନୁ ସୁଦଙ୍କ ମୂର୍ତ୍ତି, ଜାଣନ୍ତୁ ଟ୍ବିଟ୍‌ କରି କ’ଣ କହିଲେ

22-Oct-2020



କଲିକତା,  ଲକଡାଉନ ଓ କରୋନା କାଳରେ ପ୍ରବାସୀ ଶ୍ରମିକଙ୍କୁ ସେ ଯେଉଁ ଭଳି ଭାବେ ସାହାଯ୍ୟର ହାତ ବଢ଼ାଇଛନ୍ତି ତାଙ୍କର ପ୍ରଶଂସା ଚାରିଆଡେ କରାଯାଉଛି। ତେବେ ଏବେ ସୋନୁ ସୁଦ କଲିକତା ଦୁର୍ଗା ପୂଜା ପେଣ୍ଡାଲର ଥିମ ହୋଇଛନ୍ତି। ତାଙ୍କୁ ପୂଜା ପେଣ୍ଡାଲରେ ସାମିଲ କରାଯାଇଛି। କଲିକତାର ଏକ ଦୁର୍ଗା ପୂଜା ସମିତି ଲକଡାଉନ ସମୟରେ ପ୍ରବାସି ଶ୍ରମିକଙ୍କ କଠିନତାକୁ ଥିମ୍ ଭାବେ ବାଛିଛନ୍ତି। ଲକଡାଉନରେ ପ୍ରବାସୀଙ୍କ ସାହାଯ୍ୟ କରିଥିବାରୁ ତାଙ୍କୁ ସମିତି ସମ୍ମାନିତ କରିଛି। ତାଙ୍କୁ ସମ୍ମାନ ତଥା ସମ୍ମାନିତ କରିବା ଉଦ୍ଦେଶ୍ୟରେ ତାଙ୍କ ମୂର୍ତି ସ୍ଥାପନ କରିଛନ୍ତି। ଲୋକ ତାଙ୍କ ଠାରୁ ଅସହାୟ ଲୋକଙ୍କୁ ସାହାଯ୍ୟ କରିବାର ପ୍ରେରଣା ପାଇବା ପାଇଁ ତାଙ୍କ ମୂର୍ତି ସ୍ଥାପନା କରାଯାଇଥିବା ସମିତି ପକ୍ଷରୁ କୁହାଯାଇଛି!!*ତେ​‌ବେ ପୂଜା ମଣ୍ଡପରେ ତାଙ୍କ ମୂର୍ତି ସାମିଲ ହେବା ପରେ ଟ୍ବିଟ ସୋନୁ ଟ୍ବିଟ୍ କରିଛନ୍ତି। ସେ କହିଛନ୍ତି ଏବେ ସୁଦ୍ଧା ଏହା ତାଙ୍କ ପାଇଁ ସବୁଠୁ ବଡ଼ ପୁରସ୍କାର। ଏହା ବାଦ୍ ସେ ଅନ୍ୟ ଏକ ଟ୍ବିଟରେ କହିଛନ୍ତି ଜୀବନର ମୂଳଧନ କେବଳ ହାତେଇବା ନୁହେଁ ବାଣ୍ଟିବା ମଧ୍ୟ। ଏବେ ବି ଦେଶର ବିଭିନ୍ନ ଇଲାକାରେ ରହୁଥିବା ଲୋକଙ୍କୁ ସେ ସାହାଯ୍ୟ କରୁଛନ୍ତି। କିଛି ଦିନ ତଳେ ସେ ବିହାରର ଏକ ଚାଷୀ ପରିବାରକୁ ମଇଁଷି, ଟ୍ରାକ୍ଟର ଦେବା ସହ ଗାଜିଆବାଦର ଜଣେ ଯବୁତୀଙ୍କ ଚିକିତ୍ସା କରିଥିଲେ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ