-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଘରକୁ ଘର ବୁଲି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ବେଳେ ଗ୍ରାମରୁ ୩ କୋରୋନା ଆକ୍ରାନ୍ତ ଚିହ୍ନଟ:

23-May-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କୋରୋନା ମହାମାରୀର ଦ୍ୱିତୀୟ ଲହର ସମଗ୍ର ଦେଶରେ ତାଣ୍ଡବ ରଚି ଚାଲିଥିବା ବେଳେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି। ଏପରି ସ୍ଥଳେ କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡର ଦାରିଙ୍ଗବାଡି ବ୍ଲକ ଅଧିନସ୍ଥ କିରୀକୁଟି ପଞ୍ଚାୟତର ବୁରାଙ୍ଗିଆ, ବୁଦେଲିପଡ଼ି, ଝାରମୁଣ୍ଡା ପ୍ରଭୃତି ଗ୍ରାମରେ ରହୁଥିବା ଲୋକଙ୍କ ମଧ୍ୟରୁ ପ୍ରାୟ ଅଶୀରୁ ଉର୍ଦ୍ଧ୍ବ ଲୋକ ସପ୍ତାହେ ହେଲା ଜ୍ବରରେ ଆକ୍ରାନ୍ତ ହୋଇଛନ୍ତି। ଗତ ତିନିଦିନ ତଳେ ଜ୍ବରରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଉଛନ୍ତି ୫୮ ବର୍ଷୀୟ ସହସ୍ର ମଲିକ। ଏନେଇ ଖବର ପାଇବା ପରେ କନ୍ଧମାଳ ଜିଲ୍ଲାପାଳ ଡ଼ ବୃନ୍ଦା ଡ଼ି ସ୍ୱାସ୍ଥ୍ୟ ବିଭାଗକୁ ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ କରିଥିଲେ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ଜନସ୍ୱାସ୍ଥ୍ୟ ଅଧିକାରୀ ଯାକେଶ ସାମନ୍ତରାୟ ଏକ ଟିମ ନେଇ ସେଠାରେ ପହଞ୍ଚିଥିଲେ। ତାଙ୍କ ସହ ଦାରିଙ୍ଗବାଡି ବିଡି଼ଓ ଅଭିମନ୍ୟୁ ବେହେରା ଏବଂ ତହସିଲଦାର କଳାକୃଷ୍ଣ ପ୍ରଧାନ ମଧ୍ୟ ଉକ୍ତ ଗ୍ରାମରେ ପହଞ୍ଚି ଲୋକଙ୍କ ଘର ଘର ବୁଲି ସେମାନଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ନିଜ ଗାଁରେ ସ୍ଥାନୀୟ ପ୍ରଶାସନ ସହ ସ୍ୱାସ୍ଥ୍ୟ ବିଭାଗ ଏକ ଟିମ ଘରକୁ ଘର ବୁଲି ସ୍ୱାସ୍ଥ୍ୟବସ୍ଥା ବାବଦରେ ପଚାରି ବୁଝୁଥିବାରୁ ଗ୍ରାମର ଅନେକ ଲୋକ ଭୟରେ ନିଜ ଘରର ତାଟି କବାଟରେ ତାଲା ପକାଇ କିଏ କୁଆଡ଼େ ଚାଲିଯାଇଥିଲେ। ଯାହା ଫଳରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଧିଷ୍ଟ କିଛି ଲୋକଙ୍କ ଆଣ୍ଟିଜେନ ଟେଷ୍ଟ, ଆରଟିପିସିଆର ଟେଷ୍ଟ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ କୋରନା ପଜଟିଭ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏହା ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଁର ୨ ପ୍ରବେଶ ଦ୍ୱାରରେ ବାଉଁଶ ପକାଇ ବୁଦେଲିପଡ଼ି, ଝାରମୁଣ୍ଡା ଗ୍ରାମକୁ ନିଷିଦ୍ଧାଞ୍ଚଳ ବୋଲି ଘୋଷଣା କରାଯାଇଛି। ଏହା ସହ ଘରକୁ ଘର ବୁଲି ସଭିଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝି ଏକ ସମ୍ପୂର୍ଣ୍ଣ ତାଲିକା ପ୍ରସ୍ତୁତ କରି ତୁରନ୍ତ ପ୍ରଦାନ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସହ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ରାମର ଆଶାଙ୍କ ଅଙ୍ଗନବାଡି କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜ୍ବରରେ ଆକ୍ରାନ୍ତ ରହିଥିବା ବ୍ୟକ୍ତିଙ୍କ ନିକଟରେ କୋରୋନା ଭୂତାଣୁର ସେଭଳି କୌଣସି ଲକ୍ଷଣ ନଥିବା ବେଳେ କେବଳ ମୁଣ୍ଡ ବ୍ୟଥା ଜ୍ୱର ଲାଗି ରହିଥିବାରୁ ସେମାନଙ୍କୁ ଆବଶ୍ୟକୀୟ ସେବା  ଯୋଗାଇ ଦିଆଯାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like