-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ମହାନଗର

କରୋନା ଟୀକାକରଣରେ ପାତରଅନ୍ତର ଅଭିଯୋଗ, କର୍ଡୋଲା ପଞ୍ଚାୟତବାସୀଙ୍କ ପାଇଁ ଦ୍ବିତୀୟ ଡୋଜ୍ କରୋନା ଟିକା କେବେ..?

23-May-2021



ଗୋଶାଲା(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ ):  ବର୍ତ୍ତମାନ କରୋନା ମହାମାରୀ ସଂକ୍ରମଣ ଜନସାଧାରଙ୍କୁ ଭୟଭୀତ କରିପକାଇଛି। ଏ ନେଇ ସଂକ୍ରମଣର ଶିକାର ହୋଇ ଅନେକଙ୍କ ଜୀବନ ମଧ୍ୟ ଯାଉଛି । ଏ ନେଇ ସଂକ୍ରମଣକୁ ରୋକିବାକୁ ଯାଇ ସରକାର ଟୀକାକରଣ, ଲକ୍ ଡାଉନ,ସଟଡାଉନ ଭଳି ଏକାଧିକ ପଦକ୍ଷେପ ମଧ୍ୟ ନେଇଛନ୍ତି, ହେଲେ ଟୀକାକରଣରରେ ପାତରଅନ୍ତର ହେଉଥିବା ଅଭିଯୋଗ ହେଉଛି । ଟୀକାକରଣରୁ ବଞ୍ଚିତ ଜନସାଧାରଣଙ୍କୁ ଏହା ବ୍ୟଥିତ କରିଛି। ଏପରି ଏକ ଅଭିଯୋଗ ଆସିଛି ସମ୍ବଲପୁର ଜିଲା ଧନକଉଡା ବ୍ଲକ କର୍ଡୋଲା ପଞ୍ଚାୟତ ଜନସାଧାରଣଙ୍କ ପକ୍ଷରୁ। ଏହି ଅଞ୍ଚଳର ଚିପିଲିମାଠାରେ ଅନେକଙ୍କୁ ପ୍ରଥମ ଡୋଜ ଟୀକା ମାସାଧିକ କାଳ ପୂର୍ବରୁ ଦିଆ ହୋଇଥିବାବେଳେ ଅନେକ ଟୀକାକରଣରୁ ବଞ୍ଚିତ ମଧ୍ୟ ଅଛନ୍ତି।ଆଖପାଖ ପଞ୍ଚାୟତରେ ଦ୍ବିତୀୟ ଡୋଜ ଟିକା ଦିଆ ସରିଯାଇଥିବା ବେଳେ, କର୍ଡୋଲା ପଞ୍ଚାୟତବାସୀ ଦ୍ବିତୀୟ ଡୋଜରୁ ବଞ୍ଚିତ ଅଛନ୍ତି। ଚିପିଲିମାରେ କରୋନା ସଂକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ସଂକ୍ରମଣ ବୃଦ୍ଧି ପାଇବାରୁ ମଝିରେ ଏହି ଅଞ୍ଚଳକୁ କନଟେନମେଣ୍ଟ ଜୋନ ମଧ୍ୟ ଘୋଷଣା ହୋଇଥିଲା। ତେବେ ଏପରି ଏକ ସମ୍ବେଦନଶୀଳ ପ୍ରସଙ୍ଗ ପାଇଁ ଲୋକେ ଭୟଭୀତ ହୋଇ ଜୀବନ ଅତିବାହିତ କରୁଥିବା ବେଳେ ଏ ଅଞ୍ଚଳ ପାଇଁ ଦ୍ବିତୀୟ ଡୋଜ ଟୀକାକରଣ ବ୍ୟବସ୍ଥା ନ ହେବା ନେଇ ଲୋକଙ୍କମନରେ ଅସନ୍ତୋଷ ଦେଖାଦେଇଛି । ଏଣୁ ଜିଲା ପ୍ରଶାସନ ତଥା ଜନପ୍ରତିନିଧି ଏ ଦିଗରେ ଯତ୍ନବାନ ହୋଇ ଯଥାଶିଘ୍ର ପଦକ୍ଷେପ ନେବାକୁ ଦାବି ହେଉଛି। ଏଥିସହ କରୋନା ଟୀକାକରଣରୁ ବଞ୍ଚିତ ଜନସାଧାରଣଙ୍କ ପାଇଁ ଟୀକାକରଣ କରିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like