-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଖେଳ

ଅଲମ୍ପିକ୍ ବିଜେତା ରେସଲର ସୁଶୀଲ କୁମାର ଗିରଫ: ହତ୍ୟା ମାମଲାରେ ବନ୍ଧା ହେଲେ

23-May-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) : ଶେଷରେ ପୋଲିସ ହାତରେ ଧରାପଡ଼ିଛନ୍ତି ରେସଲର ସୁଶୀଲ କୁମାର । ଗତ କିଛିଦିନ ଧରି ଫେରାର ଥିବା ସୁଶୀଲ ପୋଲିସକୁ ନାକେଦମ୍ କରିଦେଇଥିଲେ । ସେ ବାରମ୍ବାର ସ୍ଥାନ ପରିବର୍ତ୍ତନ କରୁଥିବାରୁ ତାଙ୍କୁ ଧରିବା ପୋଲିସ ପାଇଁ ଚ୍ୟାଲେଞ୍ଜ ସଦୃଶ ହୋଇଥିଲା । ତେବେ ସୁଶୀଲ ତାଙ୍କ ସହଯୋଗୀଙ୍କ ସହ ଦିଲ୍ଲୀରୁ ଗିରଫ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ଦିଲ୍ଲୀର ସ୍ପେଶାଲ ସେଲ୍ ପୋଲିସ ସୁଶୀଲଙ୍କ ସହ ତାଙ୍କ ସାଥୀ ଅଜୟଙ୍କୁ ଗିରଫ କରିଛି । ଦୁହେଁ ଏକ ସ୍କୁଟିରେ ବସି ଯାଉଥିବା ବେଳେ ଧରାପଡ଼ିଥିଲେ । ସୁଶୀଲଙ୍କୁ ଧରିବା ପାଇଁ ପୋଲିସ ପଞ୍ଜାବର ଭତିଣ୍ଡା, ମୋହାଲି ଆଦି ଅନେକ ସ୍ଥାନରେ ଚଢ଼ାଉ କରିଥିଲା । ମାତ୍ର ବାରମ୍ବାର ସୁଶୀଲ ପୋଲିସକୁ ଚକମା ଦେଇ ଚାଲିଥିଲେ । ଶେଷରେ ଦିଲ୍ଲୀର ସ୍ପେଶାଲ ସେଲ୍ ପୋଲିସ ସୁଶୀଲଙ୍କୁ ଧରିବାରେ ସଫଳ ହୋଇଥିଲା ।

ସୂଚନାଯୋଗ୍ୟ, ମେ ୪ ତାରିଖ ଦିନ ଛତ୍ରଶାଲ ଷ୍ଟାଡିୟମରେ ୨ ଗୋଷ୍ଠୀର ରେସଲରଙ୍କ ମଧ୍ୟରେ ଗଣ୍ଡଗୋଳ ଓ ଧସ୍ତାଧସ୍ତି ହୋଇଥିଲା । ଏଥିରେ ୨୩ ବର୍ଷୀୟ ସାଗର ଧନକର ଗୁରୁତର ଆହତ ହୋଇଥିଲେ ପରେ ତାଙ୍କର ମୃତ୍ୟୁ ଘଟିଥିଲା । ମାମଲା ପରଠାରୁ ସୁଶିଲ ଫେରାର ହୋଇଯାଇଥିଲେ । ଫଳରେ ତାଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରି ପଞ୍ଜାବ ଓ ହରିୟାଣାର ଚଢଉ ଚାଲିଥିଲା । ମେ ୧୫ରେ କୋର୍ଟ ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରାଯାଇଥିଲା । ତେବେ ଗିରଫଦାରୀରୁ ବଞ୍ଚିବା ପାଇଁ ୧୮ ତାରିଖ ଦିନ ଦିଲ୍ଲୀର ରୋହିଣୀ କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ହେଲେ କୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଥିଲେ ।  ଏହାପରେ ଦିଲ୍ଲୀ ପୋଲିସ ପକ୍ଷରୁ ତାଙ୍କ ସଂପର୍କରେ ସୂଚନା ଦେବା ଲାଗି ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା । ଶେଷରେ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like