-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଜି ଭଳିଆ ଦିନରେ ଟୀକା ପଞ୍ଜିକରଣ କଲାପରେ ମିଳୁନାହିଁ କରୋନା ଟୀକା

23-May-2021



ସେଲେପୁର : ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନରେ ଥିବା ପଦ୍ମପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଏହି କେନ୍ଦ୍ର କୁ ୨୦୦ କୋଭିଡ୍ ଟିକା ଆସିଥିବା ବେଳେ ଅନ୍ ଲାଇନ୍ ଓ ଅଫ୍ ଲାଇନ୍ ଟୁକନ୍ ବ୍ୟବସ୍ଥା କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହି କେନ୍ଦ୍ରକୁ ସକାଳ ୬ ରୁ ଲୋକେ ଲାଇନ୍ କରି ଠିଆ ହୋଇଥିଲେ ହେଁ ଦିନ ତିନିଟା ପର୍ଯ୍ୟନ୍ତ ଟିକା ନେଇପାରି ନଥିବା ଦେଖିବାକୁ ମିଳିଛି। ଆମ ପ୍ରତିନିଧି ମେଡିକାଲ ଦାୟିତ୍ବ ରେ ଥିବା ଅଧିକାରୀ ଙ୍କ ପ୍ରତିକ୍ରିୟା ନେବାପାଇଁ ଯାଇଥିବାବେଳେ ସେ ପଙ୍ଖା ତଳେ ବସି ପବନ ଖାଉଥିବା ବେଳେ ଖରାରେ ଲୋକମାନେ ହନ୍ତସନ୍ତ ହେଉଥିବା ସହିତ ସାମାଜିକ ଦୁରତ୍ଵ ନଥିବା ଭିଡ଼ିଓ କ୍ୟାମେରା ରେ କଏଦ ହୋଇଥିଲା।ଆମ ପ୍ରତିନିଧି ଜଗତପୁର ଥାନା ଅଧିକାରୀ ଙ୍କୁ ଫୋନ୍ କରି ଡାକି ଥିଲେ ଏହା ପରେ ପୋଲିସ ପହଞ୍ଚି ସାମାଜିକ ଦୁରତ୍ଵ କରାଇଥିବାର ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷେ ଆମ ପ୍ରତିନିଧି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ପହଞ୍ଚି ଦାୟିତ୍ବରେ ଥିବା ଅଧିକାରୀ ଙ୍କୁ ନପାଇ ଫୋନ୍ କରିଥିଲେ ଓ ତହସିଲଦାରଙ୍କୁ ବାସଭବନରେ ସାକ୍ଷାତକରି ସମସ୍ୟା ଉପରେ

ଆଲୋଚନା କରି ଯାଣିବାକୁ ପାଇଥିଲେ ଯେ ନେଟୱର୍କ ସମସ୍ୟା ପାଇଁ ୨ ରୁ ୩ ଜଣଙ୍କ ସିଡୁଲ୍ ଦେଖୋଉଥିବା କାରଣ ରୁ ସମସ୍ୟା ହେଉଛି ବୋଲି ଜାଣିବାକୁ ପାଇଥିଲେ।ଏଥି ଏହି ଭଳି ସମସ୍ୟା ପାଇଁ ସାଧାରଣ ଜନତା ଖରାରେ କଷ୍ଟରେ ଠିଆ ହେଉଥିବା ସାଧାରଣରେ ଅସନ୍ତୋଷ ପରିଲକ୍ଷିତ ହେଉଛି।ଏବେ ସାଧାରଣରେ ଅଧିକ ଟୀକା ଏହି କେନ୍ଦ୍ର କୁ ଦିଆଗଲେ ସମସ୍ୟା ଦୁର ହୋଇପାରନ୍ତା। ( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like