-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ମହାନଗର

ଦେଶର ତୃତୀୟ ପ୍ରଦୂଷିତ ସହର ଲକ୍ଷ୍ନୌ

22-Oct-2020



ଲକ୍ଷ୍ନୌ, ପରିବେଶବିତ କହିଛନ୍ତି, ୟୁପିରେ ୯୬ଟି ଫ୍ଲାଏ ଓଭର ବ୍ରିଜ ଏବେ ନିର୍ମାଣଧୀନ ରହିଛି। ଗାଡ଼ି ଚଳାଚଳ ସହିତ ମେସିନ ଆଦି ନିର୍ମାଣ କାମରେ ବ୍ୟବହୃତ ହେଉଥିବାରୁ ପ୍ରଦୂଷଣ ମାତ୍ରା ବଢ଼ିଛି। ଅନ୍ୟପଟେ ଏବେ ପାର୍ବଣ ସମୟ ସହିତ ପାଣିପାଗ ପାଇଁ ପ୍ରଦୂଷଣର ମାତ୍ରା ବଢ଼ିଛି ବୋଲି ଜଣାପଡ଼ିଛି। ତାପମାତ୍ରା କମିବା ପରେ ବାୟୁମଣ୍ଡଳରେ ଥିବା ଧୂଳିକଣା ତଳକୁ ଖସି ପଡ଼ିବ ବୋଲି କୁହାଯାଇଛି। ଏହାପରେ ପ୍ରଦୂଷଣ ମାତ୍ରା କମିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଆଗକୁ ଶୀତ ଋତୁ ଆସୁଛି। ଏହି ସମୟରେ ପ୍ରଦୂଷଣ ମାତ୍ରା ଆହୁରି ଖରାପ ହେବ ବୋଲି କୁହାଯାଉଛି!! ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ବାୟୁମଣ୍ଡଳରେ ପ୍ରଦୂଷଣ ମାତ୍ରା ବଢ଼ିଯାଇଛି। ଏବେ ଲକ୍ଷ୍ମୌରେ ବାୟମୁଣ୍ଡଳରେ ବାୟୁର ଗୁଣବତ୍ତା ସୂଚକାଙ୍କ ୩୦୦ ଅତିକ୍ରମ କରିଛି। ବୁଧବାର ଦିନ କେନ୍ଦ୍ର ସରକାରଙ୍କ ପ୍ରଦୂଷଣ ବୋର୍ଡ ସାତୋଟି ସହରର ବାୟୁମଣ୍ଡଳର ସର୍ଭେ କରି ଗୁଣବତ୍ତା ପ୍ରକାଶ କରିଛି। ଯେଉଁଥିରେ ଲକ୍ଷ୍ମୌରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩୨୮ ରହିଛି। ଯାହାକି ସର୍ବାଧିକ ପ୍ରଦୂଷଣ ଶ୍ରେଣୀରେ ରହିଛି। ଦେଶରେ ସାତୋଟି ସହରର ବାୟୁମଣ୍ଡଳ ସୂଚକାଙ୍କ ୩୦୦ ଉପରେ ରହିଥିବା ଜଣାପଡ଼ିଛି। ଏହି ସାତୋଟି ମଧ୍ୟରୁ ୟୁପିର ତିନୋଟି ରହିଛି। ଲକ୍ଷ୍ନୌ ବ୍ୟତୀତ ମେରୁଟ୍ ଏବଂ ବାଘପତ ସହର ରହିଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like