-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ରାଜ୍ୟରୁ ଆଜି ୧୧,୦୫୯ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଟକ

24-May-2021



ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ) :ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ କୌଣସି ବ୍ରେକ୍ ଲାଗୁନି । ଦୈନିକ ସଂକ୍ରମଣରେ କ୍ରମାଗତ ଭାବେ ବଢୁଛି ଓ ପ୍ରତିଦିନ ୧୦ରୁ ୧୨ ହଜାରମୁହାଁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୩୪୪୧ରେ ପହଞ୍ଚିଛି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ଜଣାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୯୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୬୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆଜି ଅନୁଗୁଳରୁ ୮୫୯ଜଣ, ବାଲେଶ୍ୱରରୁ ୪୦୦ଜଣ, ବରଗଡ଼ରୁ ୩୬୭ଜଣ, ଭଦ୍ରକ ରୁ ୩୭୭ଜଣ, ବଲାଙ୍ଗୀରରୁ ୧୬୬ଜଣ, ବୌଦ୍ଧରୁ ୨୬୧ଜଣ, କଟକରୁ ୧୧୩୩ଜଣ, ଦେଓଗଡ଼ରୁ ୧୦୩ଜଣ, ଢେଙ୍କାନାଳରୁ ୩୫୧ଜଣ, ଗଜପତିରୁ ୬୭ଜଣ, ଗଞ୍ଜାମରୁ ୧୫୫ଜଣ, ଜଗତସିଂହପୁରରୁ ୩୩୦ଜଣ, ଯାଜପୁରରୁ ୫୬୪ଜଣ, ଝାରସୁଗୁଡ଼ାରୁ ୨୨୮ଜଣ, କଳାହାଣ୍ଡିରୁ ୪୦୭ଜଣ, କନ୍ଧମାଳରୁ ୧୦୩ଜଣ ପଜିଟି ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦ୍ରାପଡ଼ାରୁ ୩୦୯ଜଣ, କେନ୍ଦୁଝରରୁ ୨୦୦ଜଣ, ଖୋର୍ଦ୍ଧା ରୁ ୧୦୧୦ଜଣ, କୋରାପୁଟରୁ ୧୭୫ଜଣ, ମାଲକାନଗିରିରୁ ୯୮ଜଣ, ମୟୁରଭଞ୍ଜରୁ ୬୬୨ଜଣ, ନବରଙ୍ଗପୁରରୁ ୩୨୨ଜଣ, ନୟାଗଡ଼ରୁ ୨୪୬ଜଣ, ନୂଆପଡ଼ାରୁ ୪୪ଜଣ, ପୁରୀରୁ ୪୩୦ଜଣ, ରାୟଗଡ଼ାରୁ ୧୭୭ଜଣ, ସମ୍ବଲପୁରରୁ ୩୭୯ଜଣ, ସୋନପୁରରୁ ୨୦୪ଜଣ, ସୁନ୍ଦରଗଡରୁ ୭୨୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୩ଜଣ ସଂକ୍ରମିତ ରହିଛନ୍ତି ।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୩୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରୁ ୧୧୧୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୮୯୬୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୩୭୫୦୭୬  କରୋନା ନମୁନା ଟେଷ୍ଟ୍ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like