-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କରୋନା ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ

24-May-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସେହି ପରିବାରର ଜଣେ ଓ ସାହିରୁ ଅନ୍ୟ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ପଡ଼ୋଶୀ ସାହି ବୁଦେଲପଡ଼ିରେ ମଧ୍ୟ ଜଣେ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବୁରାଙ୍ଗିଆ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି। ଅନେକ ଲୋକ ଭୟରେ ଜଙ୍ଗଲରେ ଲୁଚିଥିବା ଜଣାପଡ଼ିଛି । ସରକାରୀ ବାବୁମାନେ ଆସି ସେମାନଙ୍କୁ କାଳେ କୁଆଡ଼େ ନେଇଯିବେ ଭାବି ସେମାନେ ଜଙ୍ଗଲକୁ ଚାଲିଯାଇଥିବା ଜଣାପଡିଛି।ବୁରାଙ୍ଗିଆ ଅଞ୍ଚଳରେ ପ୍ରାୟ ୫୦ ପରିବାରରେ ଜ୍ୱର, ଥଣ୍ଡା ରୋଗୀ ରହିଥିବା କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡି ଖବର ପାଇଥିଲେ। ଏନେଇ ସେ ବୁରାଙ୍ଗିଆ ଅଞ୍ଚଳ ପରିଦର୍ଶନ କରିବାକୁ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ  । ଶନିବାର ଡାକ୍ତରୀ ଦଳ ସହ ଦାରିଙ୍ଗବାଡ଼ି ବିଡିଓ ଅଭିମନ୍ୟୁ ବେହେରା ଏବଂ ତହସିଲଦାର କଳାକୃଷ୍ଣ ପ୍ରଧାନ ପହଞ୍ଚି ଥିଲେ । ଜ୍ୱର ଆକ୍ରାନ୍ତଙ୍କ ମଧ୍ୟରୁ ୨୦ ଜଣଙ୍କ ଆଣ୍ଟିଜେନ ଏବଂ ୨୩ ଜଣଙ୍କ ଆରଟି-ପିସିଆର ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି। ପ୍ରଶାସନ ଉକ୍ତ ଗ୍ରାମର ଲୋକଙ୍କୁ ବୁଝାଶୁଝା କରି ୪୩ ଜଣଙ୍କ କରୋନା ପରୀକ୍ଷା କରାଯାଇଥିବା ସାମନ୍ତରାୟ କହିଛନ୍ତି। ଏପଟେ ଡାକ୍ତରୀ ଦଳ ଏବଂ ପ୍ରଶାସନିକ ଅଧିକାରୀ ରବିବାର ବୁରାଙ୍ଗିଆ ଆସି ଲୋକଙ୍କୁ ସଚେତନ କରିଥିଲେ। ବୁରାଙ୍ଗିଆ ଏବଂ ଝାରମୁଣ୍ଡା ଗ୍ରାମର ପ୍ରବେଶ ପଥରେ ବ୍ୟାରିକେଡ୍‌ କରାଯାଇଛି। ସେହିପରି ସର୍ଭେ ପାଇଁ ଆଶା, ଅଙ୍ଗନାୱାଡ଼ି କର୍ମୀଙ୍କୁ କୁହାଯାଇଥିଲେ ସୁଦ୍ଧା ସେମାନଙ୍କୁ ସର୍ଭେଲାନ୍ସ ପାଇଁ ପିପିଇ କିଟ୍‌ ସହ ପରୀକ୍ଷା ପାଇଁ କୌଣସି କିଟ ମିଳି ନ ଥିବାରୁ ସର୍ଭେ କରାଯାଇ ପାରିନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like