-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ବାତ୍ୟା ‘ୟସ’କୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ଲକଡାଉନ କଟକଣା କୋହଳ

24-May-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ବାତ୍ୟା ‘ୟାସ’ ଅତି ଭୀଷଣ ରୂପ ଧାରଣ କରି ୨୬ ତାରିଖରେ ମଧ୍ୟାହ୍ନରେ ଏହା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ । ଏହାର ପ୍ରଭାବରେ ବ୍ୟାପକ କ୍ଷତି ହୋଇପାରେ ବୋଲି ଆକଳନ କରାଯାଉଛି । ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ୧୦ଟି ଜିଲ୍ଲାରେ ଲକଡାଉନ  କଟକଣାକୁ କୋହଳ କରିବାକୁ ନିର୍ଦେଶନାମା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । 
ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ଏହି ନିଦେ୍ର୍ଧଶନାମା ଜାରି ହୋଇଛି । ଅତ୍ୟାବଶ୍ୟକ ସାମଗ୍ରୀ କିଣାକିଣି କରିବା ପାଇଁ ଏସଆରସି ଆଜି ଓ ଆସନ୍ତାକାଲି ୧୦ଟି ଜିଲ୍ଲାର ଲୋକଙ୍କୁ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କଟକଣାକୁ କୋହଳ କରିଛନ୍ତି । ଏହି ସମୟରେ ଅତ୍ୟାବଶ୍ୟକ ସାମ୍ରଗୀ କିଣି ନେଇ ରଖିବା ପାଇଁ ଏସଆରସି ପରାମର୍ଶ ଦେଇଛନ୍ତି । 
ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହେବାକୁ ଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାବାସୀଙ୍କୁ ସଚେତନ କରାଯାଇଛି । ଅତିକମ୍ରେ ଚାରି ଦିନ ପାଇଁ ପିଇବା ପାଣି ଗଚ୍ଛିତ କରି ରଖିବା ପାଇଁ ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅନୁରୋଧ କରାଯାଇଛି । ସେହିପରି ମାଟି ବା କଚ୍ଚା ଘରେ ନ ରହିବାକୁ ଲୋକଙ୍କୁ କୁହାଯିବା ସହିତ ନିକଟତମ ବାତ୍ୟା ଆଶ୍ରୟସ୍ଥଳୀକୁ ପଳାଇବାକୁ ଅନୁରୋଧ କରାଯାଇଛି । ଲୋକେ ସରକାରୀ ପକ୍କା ଗୃହରେ ମଧ୍ୟ ଆଶ୍ରୟ ନେଇପାରିବେ । ଏହି ସୂଚନା ପାଇବା ପରେ ଆଖପାଖ ଲୋକଙ୍କୁ ମଧ୍ୟ ଜଣାଇବାକୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏହା ସହିତ ଦୋକାନ ଗୁଡ଼ିକରେ ଲାଗିଥିବା ସାଇନବୋର୍ଡ ଓ ହୋର୍ଡିଂ ଗୁଡ଼ିକୁ ଖୋଲି ଦେବାକୁ ପ୍ରଶାସନ ପକ୍ଷରୁ ଦୋକାନୀମାନଙ୍କୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like