-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

କରୋନା ସଚେତନତା ଓ ରିଲିଫ ବଣ୍ଟନର ୪୨୫ତମ ଦିବସର ସମୀକ୍ଷା ସହ ବାତ୍ୟା "ୟସ"ପାଇଁ ପ୍ରସ୍ତୁତି ବୈଠକ

24-May-2021



ଯାଜପୁର(ପ୍ରେରଣା ଖବର ବ୍ୟୁରୋ):: ଗତ ୨୦ମାର୍ଚ୍ଚ ୨୦୨୦ମସିହାଠାରୁ ନିରବଚ୍ଛିନ୍ନ ଭାବରେ ଦେଶର ବିଭିନ୍ନ ସ୍ଥାନରେ ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକସଙ୍ଗଠନ ଚିନ୍ମୟ ଫାଉଣ୍ଡେସନ ଓ ଫାଉଣ୍ଡେସନଦ୍ଵାରା ପରିଚାଳିତ ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପ ମାଧ୍ୟମରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ମହାମାରୀ କରୋନା ସଚେତନତା ସହ ରିଲିଫ ସାମଗ୍ରୀ ବଣ୍ଟନ ଜାରି ରହିଥିବା ବେଳେ ଆଜି ତାହା ୪୨୫ତମ ଦିବସରେ ପହଁଚିଛି।ଏହି ଅବସରରେ ବିଗତ ଦିବସ ମାନଙ୍କର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଯାଜପୁର ଜିଲ୍ଲାର ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଆଉଁରୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଅଛି।ଚିନ୍ମୟ ଫାଉଣ୍ଡେସନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ମୁଖ୍ୟଅତିଥି ଭାବରେ ଆଉଁରୀ ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀଯୁକ୍ତ ସମରେନ୍ଦ୍ର ସାହୁ,ମୁଖ୍ୟବକ୍ତା ଭାବରେ ଶିକ୍ଷାବିତ ଲକ୍ଷ୍ମୀନାରାୟଣ ମହାନ୍ତି, ଅନ୍ୟତମ ସମୀକ୍ଷକ ଭାବରେ ନିତ୍ୟାନନ୍ଦ ଦାସ,ସର୍ବେଶ୍ୱର ଜେନା, ଅର୍ଜୁନିଚରଣ ମଲ୍ଲିକ ଆଦି ଯୋଗଦେଇ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।ଫାଉଣ୍ଡେସନ ପକ୍ଷରୁ ଆଗାମୀ ମହାବାତ୍ୟା "ୟସ"ର ମୁକାବିଲା ନିମନ୍ତେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଜାରିରହିଛି ବୋଲି ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପର ନିର୍ଦ୍ଦେଶକ ମାଷ୍ଟର ମିହୀର କୁମାର ଉକ୍ତ ସମୀକ୍ଷା ବୈଠକରେ ମତ ପ୍ରକାଶ କରିବାସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like