-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ମୁହଁ ଖୋଲିଲେ କମିସନର: ମୁଖ୍ୟମନ୍ତ୍ରୀଙ୍କ ବୈଠକ ଥିବାରୁ ଯାଇପାରି ନଥିଲି. ‘ମୋର ନେତାଙ୍କ ନିର୍ଦ୍ଦେଶ… ପାଣ୍ଡିଆନ୍ ସାର୍…’ ପ୍ରଭାତଙ୍କ ବକ୍ତବ୍ୟକୁ ନେଇ ଚର୍ଚ୍ଚା ପ୍ରଭାତ-ସୌଭିକଙ୍କ ବିରୋଧରେ ମାମଲା ରୁଜୁ ଦାବି କଲା ବିଜେପି

25-May-2021



କଟକ(ଦୀପକ କୁମାର ଷଡଙ୍ଗୀ): କଟକ ନୂଆପଡା ବାଲିସାହି ବସ୍ତିରେ କାଳବୈଶାଖୀ ଯୋଗୁଁ ବସ୍ତିବାସିନ୍ଦାଙ୍କ ଦୁର୍ଦ୍ଦଶା, ତାହାକୁ ନେଇ ସେଠାରେ ସୃଷ୍ଟି ହୋଇଥିବା ତୁମୁଳକାଣ୍ଡ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପୂର୍ବତନ ବିଧାୟକ ପ୍ରଭାତରଂଜନ ବିଶ୍ବାଳଙ୍କ ଗର୍ଜନକୁ ନେଇ ଏବେ ରାଜନୀତି ‌ଜୋର୍ ଧରିଛି।

ପ୍ରଭାତ ବିଶ୍ବାଳଙ୍କ ବିଭିନ୍ନ ବକ୍ତବ୍ୟ ଏବେ ବିଜେଡି ଭିତରେ ବି ଚର୍ଚ୍ଚାର ପ୍ରସଙ୍ଗ ହୋଇଛି। ଶ୍ରୀ ବିଶ୍ବାଳ କହିଥିଲେ, ‘ତାଙ୍କର ନେତାଙ୍କ ନିର୍ଦ୍ଦେଶ ଅନୁଯାୟୀ ସେ କାର୍ଯ୍ୟ କରିଥିଲେ। ପାଣ୍ଡିଆନ୍ ସାର୍ ତାଙ୍କୁ ଡାକି ବସ୍ତିବାସିନ୍ଦାଙ୍କ ଉଚ୍ଛେଦ ସଂପର୍କରେ କହିଥିଲେ। ସେ ବୁଝାବୁଝି କରିବାରୁ ବସ୍ତିବାସିନ୍ଦା ସହଜରେ ଜାଗା ଛାଡ଼ି ଚାଲିଯାଇଥିଲେ। କିନ୍ତୁ ସିଏମସି କମିସନର ତାଙ୍କ ସହିତ କୌଣସି ଆଲୋଚନା କରନ୍ତି ନାହିଁ କି କିଛି ପଚାରନ୍ତି ନାହିଁ ।’ ପ୍ରଭାତଙ୍କ ଏହିଭଳି ବକ୍ତବ୍ୟ ଏବେ ଦଳ ଭିତରେ ଆଉ ବାହାରେ ଚର୍ଚ୍ଚାର ପ୍ରସଙ୍ଗ ହୋଇଛି।

ଇତିମଧ୍ୟରେ ସିଏମସି କମିସନର ଅନନ୍ୟା ଦାସ ଗତକାଲିର ଘଟଣାକୁ ନେଇ ଆଜି ମୁହଁ ଖୋଲିଛନ୍ତି। କମିସନର କହିଛନ୍ତି ଯେ ଗତକାଲି କାଳବୈଶାଖୀ ଯୋଗୁଁ ଯେଉଁ ପରିସ୍ଥିତି ସୃଷ୍ଟି ହେଲା, ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଥିଲା। ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ ଥିବାରୁ ସେ ବସ୍ତି ଅଞ୍ଚଳକୁ ଯାଇ ପାରିନଥିଲେ। ପରେ ତାଙ୍କୁ ଏସସିବିରେ ଅକ୍ସିଜେନ୍ ଯୋଗାଣ ବ୍ୟବସ୍ଥାକୁ ନେଇ ଦୁଇ ଘଣ୍ଟାରେ ରିପୋର୍ଟ ଦେବାକୁ କୁହାଯିବାରୁ ସେ ସେଥିରେ ବ୍ୟସ୍ତ ରହି‌ଥିଲେ। କିନ୍ତୁ ସିଏମସିର ଡେପୁଟି କମିସନର ଓ ଅନ୍ୟ ଅଧିକାରୀଙ୍କୁ ସେ ଘଟଣାସ୍ଥଳକୁ ପଠାଇଥିଲେ। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଧାୟକ ଏବଂ ପୂର୍ବତନ ବିଧାୟକ ଆସି କୌଣସି ଆଲୋଚନା ବା ବୈଠକ କରିବା ସଂପର୍କରେ ସେ ଅବଗତ ନ ଥିଲେ। ତାଙ୍କ ସଂପର୍କରେ ଯିଏ ଯାହା କହିଛନ୍ତି, ତାହାକୁ ନେଇ ସେ କିଛି କହିବେ ନାହିଁ। ଲୋକପ୍ରତିନିଧିଙ୍କ ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଛି ବୋଲି କମିସନର୍‌ କହିଛନ୍ତି।

ଅନ୍ୟପକ୍ଷରେ ଶତାଧିକ ଲୋକଙ୍କୁ ନେଇ ପ୍ରଭାତ ଓ ବିଧାୟକ ପୁଅ ସୌଭିକ୍ ଜିଲ୍ଲାପାଳଙ୍କ ଅଫିସକୁ ଯିବାଦ୍ବାରା କୋଭିଡ୍ ନିୟମର ଉଲ୍ଲଂଘନ ହୋଇଛି। ତେଣୁ ତାଙ୍କ ବିରୋଧରେ ମାମଲା ରୁଜୁ ପାଇଁ ବିଜେପି ପକ୍ଷରୁ ଦାବି କରାଯାଇଛି। ବରିଷ୍ଠ ନେତା ନୟନ ମହାନ୍ତି ଅଭିଯୋଗ କରିଛନ୍ତି ଯେ ବସ୍ତିବାସିନ୍ଦାଙ୍କୁ ଅସୁବିଧାକୁ ଠେଲି ଦେଇ ଏବେ ବାପ-ପୁଅ ଏଭଳି ନାଟକ କରୁଛନ୍ତି । ସେମାନଙ୍କ ବିରୋଧରେ କରୋନା କଟକଣା ନିୟମ ଖିଲାପ ପାଇଁ ମାମଲା ରୁଜୁ କରାଯାଉ। ଓଡ଼ିଶା ପ୍ରଗତି ମଂଚର ଆବାହକ ଶୁଭେନ୍ଦୁ ମହାନ୍ତି ମଧ୍ୟ ଅନୁରୂପ ଅଭିଯୋଗ ଆଣିଛନ୍ତି। ବିଜେପି ରାଜ୍ୟ ସଂଖ୍ୟାଲଘୁ ସେଲ୍ ସଭାପତି ସିକନ୍ଦର ଅଲ୍ଲୀ ଏହି ଘଟଣା ବିଜେଡି ସରକାରରେ ନେତାଙ୍କ ଅସହାୟତାକୁ ପୁଣିଥରେ ପ୍ରମାଣିତ କରିଛି ବୋଲି କହିଛନ୍ତି। 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like