-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଲକଡାଉନ ବେଳେ ଗାଁ ରେ ଜମୁଛି ଜୁଆଖେଳ : ୫ଜୁଆଡି ଗିରଫ,୮ହଜାର ୫ ଶହ ଟଙ୍କା ଜବତ

25-May-2021



ହିଞ୍ଜିଳିକାଟୁ,(ଉମା ମହାରଣା):ହିଞ୍ଜିଳି ଥାନା  ପିତଳ ମେରୁ ତୋଟାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ସଂନ୍ଧ୍ୟାରେ ହିଞ୍ଜିଳି ପୋଲିସ ଚଢ଼ାଉ କରିଛି । ଚଢ଼ାଉରେ ୫ ଜଣ ଜୁଆଡିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୮ ହଜାର ୫ଶହ ଟଙ୍କା ଜବତ କରିଛି । ଗିରଫ ମାନେ  ହିଞ୍ଜିଳି ଥାନା ପିତଳ କମା ସାହିର ସିମାଞ୍ଚଳ ପ୍ରଧାନ  (୩୭), ଧୋବା ସାହି ବାସିନ୍ଦା ଦଣ୍ଡି ଵେହେରା (୪୩) ଓରଫ କାଳିଆ, ପାତ୍ର ସାହିର ନିଲୁ ପ୍ରଧାନ (୨୬),  ଖଣ୍ଡିଆ ସାହିର ସନ୍ତୋଷ ସେଠୀ( ୪୫)ଓ ଖଉଡା ସାହିର  ଦୁର୍ଗା ବେହେରା ( ୨୬) । ଏ ନେଇ ହିଞ୍ଜିଳି ଥାନାରେ ନଂ ୨୬୨/୨୧ରେ ଏକ ମାମଲା ରୁଜୁ ହୋଇଛି।ଚଢାଉରେ ହିଞ୍ଜିଳି ଥାନା ଏସ ଆଇ  ଵାସୁଦେବ ଭୋଇ, ଗୋପାଳ କୃଷ୍ଣ ଆଗୁପାତ୍ର, ଏଏସଆଇ ରାଜନ ବିଷୋୟୀ, ପ୍ରକାଶ ଚନ୍ଦ୍ର ବେହେରା,ହାବିଲଦାର ପ୍ରମୋଦ କୁମାର ଗନ୍ତାୟତ, କନେଷ୍ଟବଳ ବସନ୍ତ ଉପାଧ୍ୟାୟ ପ୍ରମୁଖ  ସାମିଲ ହୋଇଥିଲେ। ପ୍ରକାଶ ଥାଉକି, ମହାମାରୀ କରୋନା ଭୁତାଣୁ ସଂକ୍ରମଣର ଦ୍ବିତୀୟ ଲହର ପ୍ରାଣଘାତୀ ସାଜିଥିବା ବେଳେ ଏହାକୁ ପ୍ରତିହିତ କରିବା ପାଇଁ ରାଜ୍ୟ ସରକାର ନାଇଟକର୍ଫ୍ୟୁ ସପ୍ତାହନ୍ତ ସଟଡାଉନ ଓ ଲକଡାଉନ ଜାରି କରଛନ୍ତି।ଏହାର ସୁଯୋଗ ନେଇ ହିଞ୍ଜିଳି ଥାନା ଅଞ୍ଚଳର କିଛି ଗ୍ରାମରେ ପୁଣି ଥରେ ଜୁଆ ଆଡ୍ଡା ଚାଲିଥିବା ଜଣାପଡିଛି। ଲକ ଡାଉନ ଓ ସଟଡାଉନ ଭଳି ମହାମାରୀ ସମୟରେ ଜୁଆଡି ମାନେ ଗ୍ରାମର ତୋଟା, ମଠ, ବିଲମାଳକୁ ସୁରକ୍ଷିତ ମନେକରି ଜୂଆ ଆଡ୍ଡା ଚାଲିଥିବା ଜଣାପଡିଛି। ଆଗାମୀ ଦିନରେ ସ୍ଥାନୀୟ ଥାନା ଅଞ୍ଚଳରୁ ଜୁଆ ଖେଳକୁ ସମ୍ପୁର୍ଣ୍ଣ ଲୋପ କରାଯିବା ସହିତ ଚଢ଼ାଉ ଜାରି ରହିବ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like