-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ରାଜ୍ୟ

ମାଡ଼ି ଆସୁଛି ବାତ୍ୟା ‘ୟାସ’: ୪ମିଟର ଉଠିବ ସାମୁଦ୍ରିକ ଜୁଆର

25-May-2021



ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏଥିସହିତ ବାତ୍ୟା ପଶ୍ଚିମବଙ୍ଗର ଦିଘାଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗର ୫୯୦ କିଲୋମିଟର ଦୂରରେ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଧୀରେ ଧୀରେ ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୟଙ୍କର ରୂପ ଧାରଣ କରି ଉପକୂଳ ମୁହାଁ ହେବ। ୨୬ ତାରିଖ ସକାଳେ ଏହା ବାଲେଶ୍ୱର ଚାନ୍ଦିପୁର ନିକଟରେ ମାଡ଼ ହେବା ନେଇ ପୂର୍ବାନୁମାନ କରାଯାଉଛି।

ବାତ୍ୟା ‘ୟାସ’ର ଅପଡେଟ୍‌

– ମେ’ ୨୬ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟାସ’

– ବାଲେଶ୍ୱର ଚାନ୍ଦିପୁର ନିକଟରେ ମାଡ଼ ହେବା ନେଇ ପୂର୍ବାନୁମାନ

– ପାରାଦୀପଠାରୁ ୪୯୦କି.ମି.ଦୂରରେ ରହିଛି ବାତ୍ୟା ୟାସ

– ବାଲେଶ୍ୱରଠାରୁ ୫୯୦କିମି ଦୂରରେ ରହିଛି

– ସମୁଦ୍ରରେ ପବନର ବେଗ ୬୫ରୁ ୮୫କି.ମି. ରହିଛି

– ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୫୫ରୁ ୧୮୫କିମି ରହିବ

– ଉପକୂଳ ଅଞ୍ଚଳରେ ୪୦ରୁ ୫୦କି.ମି. ଭିତରେ ପବନ ହେଉଛି

– ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକରେ ବାତ୍ୟାର ପ୍ରଭାବ ବେଶି ରହିବ
ଏହି ଜିଲାଗୁଡିକରେ ୧୨୦ରୁ ୧୬୦କି.ମି. ବେଗରେ ପବନ ବହିପାରେ

-ଖୋର୍ଦ୍ଧା ଓ ପୁରୀ ଜିଲାରେ ୯୦ରୁ ୧୨୦କି.ମି. ବେଗରେ ପବନ ହୋଇପାରେ

– ମଙ୍ଗଳବାର ଭୀଷଣ ବାତ୍ୟାର ରୂପ ନେବ ୟାସ

– ୨ରୁ ୪ମିଟର ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଉଠିବା ସମ୍ଭାବନା

– ପାରାଦୀପ ଓ ଧାମରା ପାଇଁ ବିପଦ ସଙ୍କେତ ୪ ଜାରି

– ପୁରୀ ଓ ଗୋପାଳପୁର ପାଇଁ ବିପଦ ସଙ୍କେତ ୩

ସୋମବାରଠାରୁ କେନ୍ଦ୍ରାପଡ଼ା, କୋଣାର୍କ, ଚନ୍ଦ୍ରଭାଗା, ବାଲେଶ୍ୱର, ଭଦ୍ରକ ଆଦି ଅଞ୍ଚଳରେ ବର୍ଷା ଆରମ୍ଭ

– ବାତ୍ୟା ପ୍ରଭାବିତ ହେବାକୁ ଥିବା ଅଞ୍ଚଳବାସୀ ପକ୍କା ଘର ଓ ବାତ୍ୟା ଆଶ୍ରୟସ୍ଥଳୀକୁ ଯିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like