-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପ୍ରଶାସନର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ୨୦୧୯ର ଫସଲ ବୀମାରେ ପାତର ଅନ୍ତର ନୀତି

22-Oct-2020



ବଲାଙ୍ଗୀର, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୂରସୁଡ଼ ଗ୍ରାମ ପଞ୍ଚାୟତ ରେ ଦେଖାଦେଇଛି ୨୦୧୯ର ପ୍ରଧାନମନ୍ତ୍ରୀ ଫସଲ ବୀମା ରେ ଅନିୟମିତତା। ଯାହାକୁ ନେଇ ପୁଣି କୁରସୁଡ଼ ଗ୍ରାମପଞ୍ଚାୟତ ର ବାସୀନ୍ଧା ବାଲାଙ୍ଗୀର ଜିଲ୍ଲାପାଳଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି। ତେବେ ସୂଚନା ଅନୁସାରେ ବିଗତ ବର୍ଷରେ ଏହି ଗ୍ରାମର ଚାଷୀକୁଳ ଫସଲ ବୀମା କରିଥିଲେ ସୁଧା ଏପ୍ରଯନ୍ତ ପ୍ରଧାନମନ୍ତ୍ରୀ ଫସଲବୀମା ପାଇ ନ ଥିବା ଯୋଗୁଁ ଗତ ମାସ ୫ ତାରିଖ ରେ ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିବା ସହ ନିବେଦନ କରିଥିଲେ।  ଯେଉଁଥିରେ କିଛି ଚାଷୀ ଫସଲବୀମା ପାଇଁ ସାରିଥିବା ବେଳେ ୧୦୦ ରୁ ଉର୍ଦ୍ଧ ଚାଷୀ ଏବେ ବି ବଞ୍ଚିତ ଅଛନ୍ତି ପ୍ରଧାନମନ୍ତ୍ରୀ ଫସଲବୀମା ରେ। ତେବେ  ବଲାଙ୍ଗୀର ଜନମୋର୍ଚା ସଂଘଠନର ସଭାପତି ବାସୁଦେବ ରଥ ଙ୍କ ନେତୃତ୍ୱରେ ଏମାନେ  ଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ପାଇଁ ଆସିଥିବାବେଳେ କୌଣସି କାରଣରୁ ଜିଲ୍ଲାପାଳଙ୍କୁ ସାକ୍ଷାତ କରିପାରିନଥିଲେ ଯାହା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲାଙ୍ଗୁରି ଙ୍କୁ ଦାବିପତ୍ର ଦେବା ସହ ଏହା ଉପରେ ଯଥାଶୀଘ୍ର କାରୁକାର୍ଯ୍ୟ କରିବା ପାଇଁ ନିବେଦନ କରିଥିଲେ। ଏବଂ ଜନ ମୋର୍ଚ୍ଚା ସଂଘଠନ ର ସଭାପତି ବାସୁଦେବ ରଥ ମଧ୍ୟ ଅତିରିକ୍ତ ଜିଲ୍ଲା ପାଳଙ୍କୁ ନିବେଦନ କରିବା ସହ ଯଥାଶୀଘ୍ର ଫସଲ ବୀମା ରେ ହୋଇଥିବା ଅନିୟମିତତା କୁ ଦୂର କରି ଏମାନଙ୍କୁ ଫସଲବୀମା ଯୋଗାଇଦେବା ପାଇଁ ନିବେଦନ କରିଛନ୍ତି। ଅନ୍ୟପଟେ ଏହି ଚାଷୀ ଏବେ କରୋନା କଟକଣା ଯୋଗୁଁ ଦୟନୀୟ ଅବସ୍ଥାରେ ବିଗତ ମାସ ଗୁଡିକରୁ କାଳାତିପାତ କରିଆସୁଛନ୍ତି ଯାହା ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଏମାନେ ଜୀବନ ଜୀବିକା ମଧ୍ୟ ହରାଇ ବେରୋଜଗାର ହୋଇ ବେସାହାରା ସାଜିଛନ୍ତି।ଯାହା ଫଳରେ ଏମାନଙ୍କ ପାଇଁ ପରିବାରର ଭରଣ ପୋଷଣ କରିବା କଷ୍ଟସାଧ୍ୟ ହୋଇପଡିଛି।ତେବେ ଏହି ଘଡ଼ିସନ୍ଦି ମୁହୂର୍ତ୍ତରେ ଏହି ପ୍ରଧାନମନ୍ତ୍ରୀ ଫସଲବୀମା ଯୋଗାଇଦେଲେ ଏମାନେ କିଛିଟା ଆସ୍ୱସ୍ତି ହେବେ ଓ ନିଜ ନିଜ ପରିବାରର ଭରଣ ପୋଷଣ କରିବା ସହ ଜୀବନ ଜୀବିକା ସହ ଚାଷ କାମ ମଧ୍ୟ ସୁଚାରୁରୂପେ ଚଳାଇପାରବେ ବୋଲି ମତ ରଖିଛନ୍ତି। ନ ହେଲେ ଏମାନେ ରାଜରାସ୍ତାକୁ ଓଲ୍ଲାଇବେ ଓ ଆନ୍ଦୋଳନ କରିବେ ବୋଲି ସିଧାସଳଖ ଚେତାବନୀ ଦେଇଛନ୍ତି। 
 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like