-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ବିଶେଷ

ଆଜିର ଭାଗବତ ବାଣୀ

25-May-2021



ଆଜିର ଭାଗବତ ବାଣୀ 


*ଏ ସଂସାରରେ କେହି ବି କେବେହେଲେ କାହା ସହିତ ଚିରଦିନ ରହିପାରିବ ନାହିଁ । ମନୁଷ୍ୟ ଆଜି ଯେଉଁମାନଙ୍କ ସହିତ ମିଶି ରହିଛି, ତାକୁ ଦିନେ ନା ଦିନେ ସେମାନଙ୍କ ଠାରୁ ବିଚ୍ଛିନ୍ନ ହୋଇଯିବାକୁ ପଡିବ । ଏ କଥା ସତ । ଯଦି କାହାର ନିଜ ଶରୀର ମଧ୍ୟ ସର୍ବଦା ରହିପାରିବ ନାହିଁ, ତେବେ ସ୍ତ୍ରୀ, ପୁତ୍ର, ଧନ ପ୍ରଭୃତିଙ୍କ ସଙ୍ଗରେ କେହି କିପରି ରହିପାରିବ ? ଜୀବ ଏକାକୀ ଜନ୍ମ ହୁଏ ଏବଂ ଏକାକୀ ମରେ । ନିଜ କୃତକର୍ମର ଓ ପାପପୁଣ୍ୟର ଫଳ ମଧ୍ୟ ତାକୁ ଏକାକୀ ଭୋଗିବାକୁ ପଡେ । ଜୀବ ଯେଉଁ ପ୍ରାଣ, ଧନ ଓ ପୁତ୍ର ଆଦିଙ୍କୁ ନିଜର ବୋଲି ଭାବି ଅଧର୍ମମାର୍ଗ ଧରି ପାଳନପୋଷଣ ବା ବର୍ଦ୍ଧନ  କରେ , ସେମାନେ ଜୀବକୁ ଅସନ୍ତୁଷ୍ଟ ଅବସ୍ଥାରେ ଛାଡିଦେଇ ପଳାନ୍ତି । ଯେଉଁମାନଙ୍କ ପାଇଁ ସେ ଅଧର୍ମ କରେ, ସେମାନେ ତାକୁ ଛାଡ଼ି ଚାଲିଯାଆନ୍ତି । ସେ କେବେ ବି ସନ୍ତୋଷ ଲାଭ କରିପାରେନା ; ଶେଷରେ ସେ ପାପବୋଝ ମୁଣ୍ଡାଇ ଘୋର ନରକକୁ ଯାଏ । ତେଣୁ ଜାଣିରଖିବା ଉଚିତ ଯେ,ଏହି ସଂସାରଟା ହେଉଛି ଚାରିଦିନର ଖେଳ । ଏହା ଏକ ସ୍ବପ୍ନ ପରି ଓ ଜାଦୁବିଦ୍ୟାର ମାୟା ପରି । ଏହା ହେଉଛି ଏକ ମନଗଢା ରାଜ୍ୟମାତ୍ର । ଏଣୁ ମମତାର ମୋହରେ ପଡି ପକ୍ଷପାତ ଜୀବନ ନ ଜୀଇଁ ସମତ୍ବରେ ସ୍ଥିତ ହୋଇ ସଂସାରମୋହରୁ ନିବୃତ୍ତ ରହି ସେହି ପରମାତ୍ମାଙ୍କ ଚରଣକମଳରେ ମନ ନିବେଶ କରି ପ୍ରଶାନ୍ତଚିତ୍ତରେ ଜୀବନ ବିତାଇବାକୁ ଉଦ୍ୟମ କରିବା ଉଚିତ ।

            ଗୀତା ଜ୍ଞାନ

*ଭୋଗ ଉପଭୋଗରେ ଜନ୍ମ, ମୃତ୍ୟୁ, ଜରା ଓ ବ୍ୟାଧିରୂପକ ଦୁଃଖକୁ ଦେଖିବା ବୈରାଗ୍ୟର ହେତୁ ଅଟେ । ଅର୍ଥାତ୍ ଏବେ ଭୋଗ ଉପଭୋଗ କଲେ ପରିଣାମରେ ବାରମ୍ବାର ଜନ୍ମ ନେବାକୁ ଓ ମରିବାକୁ ହେବ , ଶରୀରରେ ରୋଗ ହେବ,ବର୍ତ୍ତମାନରେ ଭୟ ଓ ଚିନ୍ତା ହେବ,ପରଲୋକରେ ଦୁର୍ଦ୍ଦଶା ହେବ -- ଭୋଗର ଏପରି ଦୁଃଖପୂର୍ଣ୍ଣ ପରିଣାମ କଥା ଭାବିଲେ ଭୋଗ ପ୍ରତି ବୈରାଗ୍ୟ ଆସିଯିବ । ଅତଏବ ଭୋଗରେ ଦୁଃଖ ଦେଖିବା ନିତାନ୍ତ ଆବଶ୍ୟକ । କିନ୍ତୁ କର୍ତ୍ତବ୍ୟକର୍ମରେ ଦୁଃଖ ଦେଖିଲେ ପତନ ହୁଏ । ତାତ୍ପର୍ଯ୍ୟ ହେଲା ଯେ ଭୋଗ ପ୍ରତି ଅନୁରକ୍ତ ହେବା ଉଚିତ ନୁହେଁ ଓ କର୍ତ୍ତବ୍ୟକର୍ମକୁ ତ୍ୟାଗ କରିବା ଉଚିତ ନୁହେଁ ।
        


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like