-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||     

HOME   ଜିଲ୍ଲା

ଘର ଘର ବୁଲି କରୋନା ପରୀକ୍ଷା ଅଭିଯାନ: ମଇ ୨୪ ତାରିଖ ଠାରୁ ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଅଭିଯାନ

25-May-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଲୋଇସିଂହା ବ୍ଳକ୍  ର ସମସ୍ତ ୧୦୮  ଗ୍ରାମକୁ  ୧୬୫ ଆଶା କର୍ମି ଓ ୧୭୩ ଅଙ୍ଗନୱାଡି କର୍ମୀ ଘର ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ସଂପର୍କରେ ବୁଝି ପଚାରିବେ ।କରୋନା ରୋଗୀ କୁ ଚିହ୍ନଟ ସହ ଔଷଧ ପ୍ରଦାନ କରିବେ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସୂଚନା ପ୍ରଦାନ କରିବେ ।ଆବସ୍ୟକ ସ୍ଥଳେ ଡାକ୍ତରଖାନା ପଠେଇବେ ।ସଂକ୍ରମଣରୁ ରକ୍ଷାପାଇବା ପାଇଁ ସଚେତନତା ସୃଷ୍ଟି କରିବେ ।ଏହା ବ୍ୟତୀତ

ଯକ୍ଷ୍ମା, ଅଣସଂକ୍ରାମକ ରୋଗ,ମ୍ୟାଲେରିଆ ଡେଙ୍ଗୁ ଡାଇରିଆ ଆଦି ରୋଗ ସହିତ  ଶିଶୁ ଓ ଗର୍ଭବତୀଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ  କରିବେ । ବିଡିଓ ରାମଚନ୍ଦ୍ର ଖାରଡିଆ ,ମେଡିକାଲ ଅଫିସର ପ୍ରତିମା ସୋରେନ ଓ 

ସିଡିପିଓ ଙ୍କ ତତ୍ବାବଧାନ ରେ ପିଏଚ୍ଇଓ ରମେଶ ସାହୁ ବିପିଏମ୍ ସନ୍ତୋଷ ଦୋରା ଆଶା, ସ୍ୱାସ୍ଥ୍ୟ କର୍ମୀ ଓ ଅଙ୍ଗନୱାଡି କର୍ମୀ ମାନଙ୍କୁ ସମୋବାର ତାଲିମ ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026

You Might Also Like