-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ମହାନଗର

*ଚଳିତ ବର୍ଷ କରୋନା ମାଡ଼ରେ କଟକ ଦଶହରା ଫିକା ପଡ଼ିବ

22-Oct-2020



*ଚଳିତ ବର୍ଷ କରୋନା ମାଡ଼ରେ କଟକ ଦଶହରା ଫିକା ପଡ଼ିବା ସହିତ ବିଭିନ୍ନ ପରଂପରା ବି ବଦଳି ଯାଇଛି। କଟକର ରାବଣ ପୋଡ଼ି ଉତ୍ସବ ବି ଭିନ୍ନ ଢଙ୍ଗରେ ଆୟୋଜନ ହେବାକୁ ଯାଉଛି। ପ୍ରଶାସନର ଅନୁମତି କ୍ରମେ ରାବଣ ପୋଡ଼ି ଉତ୍ସବ ଆୟୋଜନ କରାଯିବ। କିନ୍ତୁ ବିନା ଦର୍ଶକରେ ସମସ୍ତ କାର୍ଯ୍ୟକ୍ରମ ହେବ।*
*ଦର୍ଶକମାନେ ସବୁ କାର୍ଯ୍ୟକ୍ରମକୁ ଅନ୍‌ଲାଇନରେ ଦେଖିବାକୁ ଆୟୋଜକମାନେ ବ୍ୟବସ୍ଥା କରିଛନ୍ତି।* *ବାରବାଟୀ ସର୍ବଧର୍ମ ସା˚ସ୍କୃତିକ ପରିଷଦ ନାମରେ ଏକ ଫେସ୍‌ବୁକ ପେଜ୍‌ ଓ ୟୁଟ୍ୟୁବ ପେଜ୍‌ ଖୋଲାଯାଇଥିଲା ବେଳେ ସେଥିରେ ସମସ୍ତ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ ବୋଲି ସୂଚନା ଦିଆଯାଇଛି।*
*ପରିଷଦର ଆବାହକ ଆଶୀର୍ବାଦ ବେହେରାଙ୍କ ସୂଚନା ଅନୁଯାୟୀ, ଏଥର ବଡ଼ ଆକାରରେ ଏହି ଉତ୍ସବ ପାଳନ କରିବା ଅସମ୍ଭବ ହୋଇ ପଡ଼ିଛି। ପୂର୍ବ ବର୍ଷମାନଙ୍କରେ ତଳ ବାଲିଯାତ୍ରା ପଡ଼ିଆରେ ଏହି କାର୍ଯ୍ୟକ୍ରମ ଦେଖିବାକୁ ହଜାର ହଜାର ଲୋକଙ୍କ ସମାଗମ ହେଉଥିଲା। ହେଲେ ଏଥର ସ˚କ୍ରମଣଜନିତ କାରଣ ଯୋଗୁଁ ସରକାରଙ୍କ କୋଭିଡ୍‌ କଟକଣାକୁ ମାନି ବିନା ଦର୍ଶକରେ ପରମ୍ପରା ବଜାୟ ରଖିବାକୁ ଯୋଜନା କରାଯାଇଛି। ସ˚ଧ୍ୟା ୮ଟାରୁ ୯ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିବ।ସେଥିରେ ପାରମ୍ପରିକ ନୃତ୍ୟ ସହ ଆତସବାଜି ଓ ରାବଣପୋଡ଼ି କାର୍ଯ୍ୟକ୍ରମ କରାଯିବ। ପୂର୍ବ ବର୍ଷ ତୁଳନାରେ ଏଥର ଖର୍ଚ୍ଚକୁ ମଧ୍ୟ ଅନେକ ମାତ୍ରାରେ ହ୍ରାସ କରାଯାଇଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like