-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ  ବରିଷ୍ଠ ସାମ୍ବାଦିକ କୈଳାଶ ଚନ୍ଦ୍ର ସାହୁଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଂଜଳି ସଭା

25-May-2021



ବଲାଙ୍ଗିର, (ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବରିଷ୍ଠ ସାମ୍ବାଦିକ ତଥା ସଂଘର ପୁର୍ବତନ କାର୍ଯ୍ୟକାରୀ ସଭାପତି କୈଳାଶ ଚନ୍ଦ୍ର ସାହୁଙ୍କ ବିୟୋଗରେ ଏକ ଶ୍ରଦ୍ଧାଂଜଳି ସଭା ଦ୍ୱାଦଶାହ ଅବସରରେ ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭା ପ୍ରାରମ୍ଭରେ ସ୍ୱର୍ଗତ ସାହୁଙ୍କ ଫଟୋ ଚିତ୍ରରେ ଉପସ୍ଥିତ ସାମ୍ବାଦିକ ବୃନ୍ଦ ଶ୍ରଦ୍ଧାଂଜଳି ପ୍ରଦାନ ପୂର୍ବକ ଧୂପ ଓ ପୁଷ୍ପ ପ୍ରଦାନ କରିଥିଲେ । ଏହା ପରେ ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଜଣେ ନିର୍ଭିକ, ନିଷ୍ଠାପର, ପରୋପକାରୀ, ଶ୍ରଦ୍ଧାଳୁ ସାମ୍ବାଦିକଭାବରେ କୈଳାଶ ସାହୁ ପରିଚିତ ଥିଲେ । ସଂଘର ସାଂଗଠନିକ ଦାୟିତ୍ୱ ନିର୍ବାହ ଓ ଉନ୍ନତିରେ ତାଙ୍କର ବିଶେଷ ଅବଦାନ ଥିଲାବୋଲି ଉପସ୍ଥିତ ସାମ୍ବାଦିକମାନେ ମତପ୍ରକାଶ କରିଛନ୍ତି । ଏହି ଶୋକସଭାରେ ସଂଘ ସଭାପତି ଶ୍ରୀ ପୂଜାରୀଙ୍କ ସହ ମଂଚାସୀନ ଥିଲେ ସାଧାରଣ ସଂପାଦକ ବଳରାମ ମିଶ୍ର, ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ ଓ ନବୀନ ପଶାୟତ । ସ୍ମୃତିଚାରଣ କରି ନିଜ ନିଜର ମତ ପ୍ରଦାନ କରିଥିଲେ ସାମ୍ବାଦିକ ବିଷ୍ଣୁପ୍ରସାଦ କେଡିଆ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବିରେନ୍ଦ୍ର ଝାଙ୍କର, ବିଭୁକଲ୍ୟାଣ ଗଡତ୍ୟା ଓ ଗୋପବନ୍ଧୁ ଶତପଥି । ସଂଦୀପ କୁଅଁର, ସୁଧୀର ମିଶ୍ର, ଶିଶିରକାନ୍ତ ଶତପଥି, ଚନ୍ଦ୍ରଭାନୁ ମୋଲାନା, ଶରତ ମହାକୁର, ମୁକେଶ ବହିଦାର, , ନିରୋଜ ମିଶ୍ର, ସଚ୍ଚିଦାନନ୍ଦ ବଗର୍ତ୍ତି, ଗୁପ୍ତେଶ୍ୱର ପୃଷ୍ଟି, ଦେବାଶିଷ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like