-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

କରୋନାରେ ପୀଡିତ ହୋଇ ଆଖି ବୁଜିଲେ ବିଶିଷ୍ଟ ପ୍ରବକ୍ତା ଚାରଣ ରାମଦାସ

25-May-2021



ପୁରୀ(ପ୍ରେରଣା ଖବର) : ଦେଶ ବିଦେଶରେ ପ୍ରସିଦ୍ଧି ଲାଭ କରିଥିବା ଜଗତର ନାଥ ,ଶ୍ରୀ ଜଗନ୍ନାଥଙ୍କ ଭକ୍ତ,ଜଗନ୍ନାଥ ପ୍ରେମୀ,ଗବେଷକ ତଥା ବିଶେଷ ଭାବେ ସୁ ପରିଚିତ ପ୍ରବଚକ ଥିବା ଶ୍ରୀ ଚାରଣ ରାମ ଦାସ ଗତକାଲି ରାତି ଆଠଟା ତିରିଶି ମିନିଟ୍ ସମୟରେ ଇହଲୀଳା ସମ୍ବରଣ କଲେ । ଗତ ଚାରି ଦିନ ହେଲା କୋଭିଡ୍ ରେ ଆକ୍ରାନ୍ତ ଥିବାରୁ ଚିକିତ୍ସା ହେଉଥିବା ବେଳେ ମୃତ୍ୟୁ ହୋଇଥିବା ସୁଚନା ମିଳିଛି । ସେ ଜଣେ ଓଡ଼ିଆ ହିନ୍ଦୁ ଧର୍ମୀୟ ବିଶେଷ କରି ଜଗନ୍ନାଥ ସଂସ୍କୃତି ବିଷୟବସ୍ତୁକୁ ପ୍ରବଚନ ମାଧ୍ୟମରେ ପରିବେଷଣ କରିଥାନ୍ତି । ଓଡ଼ିଶାରେ ଜଣେ ଲୋକପ୍ରିୟ ପ୍ରବଚକ ଭାବେ ଖ୍ୟାତି ଅର୍ଜନ କରିଛନ୍ତି । ତାଙ୍କ ପ୍ରସ୍ତୁତ ଗୀତା ମହିମା, ରାମାୟଣ, ଶିବ ମହିମା, ମା ତାରିଣୀ କଥାମୃତ, ଶ୍ରୀମଦ୍ଭଗବତ ଗୀତା, ଏ ତ କଳିକାଳ, ତ୍ରିନାଥ ମେଳା ବିଷୟଗୁଡ଼ିକର ସିଡି ଡିଭିଡି ଆକାରରେ ଉପଲବ୍ଧ । ଟିଭିରେ ପ୍ରସାରିତ ରଥଯାତ୍ରାର ସିଧାପ୍ରସାରଣ ଧାରାବିବରଣୀ ପ୍ରଦାନ କରନ୍ତି । ବିଭିନ୍ନ ସମୟରେ ଟିଭି କାର୍ଯ୍ୟକ୍ରମମାନଙ୍କରେ ମଧ୍ୟ ପ୍ରବଚନ ପରିବେଷଣ କରନ୍ତି । ପୁରୀରେ ଶିଷ୍ୟମାନଙ୍କୁ ପ୍ରବଚନ ଶିକ୍ଷା ଦିଅନ୍ତି ବୋଲି ବିଶ୍ବସ୍ତ ସୂତ୍ରରୁ ପ୍ରକାଶ । ଆଜି ମହାମାରୀ କରୋନା କବଳରେ ସବୁ ଦିନ ଚୁପ ହୋଇଗଲେ ସ୍ବର୍ଗତ ଚାରଣ ରାମ ଦାସ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like