-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଆର୍ ଆଇ ଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଘଟଣା: ତହସିଲଦାର ରାତାରାତି ବଦଳାଇ ଦେଲେ ଅଭିଯୋଗ

25-May-2021



ମାହାଙ୍ଗା (ପ୍ରେରଣା ଖବର ବ୍ୟୁରୋ) ଗତ ୨୨ ତାରିଖ ଦିନ ମାହାଙ୍ଗା ତହସିଲ ର ଏକ ଟିମ। ବିରୂପା ନଦୀର ରାମଚନ୍ଦ୍ର ପୁର ଠାରେ ବେଆଇନ୍ ବାଲିବୋଝେଇ ଟ୍ରାକ୍ଟର ଜବତ କରିଥିବା ବେଳ ତହସିଲଦାର ଓ ପୋଲିସ ଉପସ୍ଥିିରେ ବାଗସର ପୁର ଗ୍ରାମର ଟ୍ରାକ୍ଟର ମାଲିକ ତାଙ୍କ ଦୁଇ ପୁଅ ସମେତ ୩୦ ରୁ ଊର୍ଦ୍ଧ୍ବ ବ୍ୟକ୍ତି  ଏହି ଟିମ ରେ ସାମିଲ ଥିବା ମାହାଙ୍ଗା ri ଗଣେଶ୍ୱର ହେମରମ ଙ୍କ ଉପରେ ସଂଗବଧ ମାରଣନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣା ନେଇ  ଆକ୍ରମଣର ଶିକାର ହୋଇଥିବା ଆର୍ ଆଇ ମହାଶୟ ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ମାହାଙ୍ଗା ତହସିଲଦାର ମଧୁସୂଦନ ନାୟକ ନିଜ ତରଫରୁ  ଏକ ଅଭିଯୋଗ ମାହାଙ୍ଗା ଥାନାରେ କରିବା ସହ ଜିଲ୍ଲାପାଳ ଓ ଉପଜିଲ୍ଲପାଳଙ୍କ ନିକଟକୁ  ଅଭିଯୋଗର ନକଲ ପଠାଇଥିଲେ। କିନ୍ତୁ ଉକ୍ତ ଦିନ ରାତିରେ ତହସିଲଦାର ଶ୍ରୀ ନାୟକ ଆକ୍ରମଣର ଶିକାର ହୋଇଥିବା ଆର୍ ଆଇ ଙ୍କୁ ନପଚାରି  ତହସିଲଦାର ଦେଇଥିବା ଅଭିଯୋଗ ଟିକୁ ବଦଳାଇ ଦେଇଥିଲେ। ଏପରିକି ତହସିଲଦାର ଆର୍ ଆଇ  ଶ୍ରୀ ହେମ୍ରମ ଙ୍କୁ ତାଙ୍କ ଅଭିଯୋଗ ନବଦଳାଇଲେ ଅସୁବିଧାରେ ପଡ଼ିବ ବୋଲି ଧମକ ଦେବା ଭଳି ସାଙ୍ଗାତିକ ଅଭିଯୋଗ ଆସିଛି। ଏପରିକି ମାହାଙ୍ଗା ଥାନାରୁ ଏଫ୍ ଆଇ ଆର୍ କପି ଆସିଲା ପରେ ତହସିଲଦାର ଦେଇଥିବା ଅଭିଯୋଗ ବଦଳା ଯାଇଥିବା ଘଟଣା ଜଣାପଡ଼ିବା ପରେ ଆଜି ମାହାଙ୍ଗା ଆର୍ ଆଇ ସଂଘ ପକ୍ଷରୁ ତହସିଲଦାରଙ୍କୁ ଏନେଇ ଘେରିବା ସହ ତାଙ୍କ ଉପରେ ବର୍ଷିଥିଲେ। ଏପରିକି ତୁରନ୍ତ  ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ଏକ ଦାବିପତ୍ର ଦେଇଥିଲେ। ଅଭିଯୋଗ ବଦଳାଇବା ଘଟଣାର ତଦନ୍ତ ଏବଂ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରାନଗଲେ ଜନସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ଆସୁଥିବା ବାତ୍ୟା ବିପତି ସମୟରେ ସହଯୋଗ କରିବେ।କିନ୍ତୁ ବାତ୍ୟା ପରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଶ୍ରୀ ହେମ୍ରମ ସୂଚନା ଦେଇଛନ୍ତି। 
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like