-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||     

HOME   ଜିଲ୍ଲା

କାଦୁଅ ପଚ,ପଚ ହୋଇ ପଡି ରହିଛି   ହରିଜନ ପଡା ଗଳି ରାସ୍ତା  

22-Oct-2020



କଳାହାଣ୍ଡି, କୋକସରା(ତ୍ରିନାଥ ବେଶ୍ରା)- ରାସ୍ତା କାମ ପାଇଁ  ସରକାର ଙ୍କ ଠାରୁ ଲକ୍ଷ ,ଲକ୍ଷ ଟଙ୍କ। ,ଆସୁଥିଲେ ମଧ୍ୟ ରାସ୍ତା କାମ ଠିକ ଭାବରେ କରାଯାଇ ପାରୁନାହିଁ ।  ଏଭଳି ଏକ ଦୁଶ୍ୟ ଦେଖିବାକୁ ମିଳିଛି, କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ଗ୍ରାମ ପଞ୍ଚାୟତ କାଉଡୋଳା ହରିଜନ ପଡା ଗଲି ରାସ୍ତା ରେ  l ସମସ୍ତ ଲୋକେ ଏହି ରାସ୍ତା ଦେଇ ଯିବା ଆସିବା କରି ଥାଆନ୍ତି , ଏହି ରାସ୍ତ। ପଡାର ମୁଖ୍ୟ ରାସ୍ତା ହୋଇ ଥିବାରୁ ସମସ୍ତେ ନିର୍ଭର କରନ୍ତି ଏହି ରାସ୍ତା ଉପରେ ,ଏହି ରାସ୍ତା ରେ ପାଣି  ହୋଇ,କାଦୁଆହୋଇ,ଦୁର୍ଗନ୍ଧ ବାହାରୁଛି,ଏହି ଭିଡ଼ିଓ କୁ ଦେଖିଲେ ଠିକ୍ ଭାବରେ ଜାଣି ପାରିବ  l 
  ଲୋକ ମାନଙ୍କ କହିବନୁସରେ,ଦୁଇଜଣ ମହିଳା , କାଦୁଅ ରେ ପଡି ଗୋଡ଼ ମଧ୍ୟ ଭାଙ୍ଗି ଗଲାଣି,ସରପଞ୍ଚ ଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ  ଆଜି କରିବା,କlଲି କରିବା  କହି ଭୁଆଁ ବୁଲାଉ ଛନ୍ତି,  ବୋଲି କହି ଛନ୍ତି ହରିଜନ ପଡା ଲୋକ ମାନେ  l
 ଗ୍ରାମ ସାରା ରାସ୍ତା ଉପରେ ଲାଇଟ୍ ଲାଗିଛି କିନ୍ତୁ ହରିଜନ ପଡ଼lରେ ଠାରେ ଲାଇଟ୍ ନାହି,ସରକାର ପାଣି  ପ୍ରତିକେତେ ସଚେତନ କରୁଛନ୍ତି ହେଲେ,  ଏଠାରେ ମୋଟ ର ଲାଗିଥିବା କୂଅ ରେ ଢାଙ୍କୁଣି ମଧ୍ୟ ନାହି,ସେହିପାନିକୁ ଗ୍ରାମର ସମସ୍ତ ଲୋକେ ପିଇବା ପାଣି ଭାବରେ ବ୍ୟବହାର କରୁଛନ୍ତି , କେବେ ଲଗେଇବେ ଢା ଙ୍କୁଣି  ,ତାହା ଦେଖିବାକୁ ବାକି ରହିଲା  l
ଯଦି ଏହି ରାସ୍ତା କୁ ଠିକ୍ ନ କରାଯାଏ ତାହାହେଲେ, ଜିଲ୍ଲାପାଳଙ୍କ ଦ୍ବାରସ୍ତ ହେବାପାଇଁ  ହରିଜନ ପଡାବାସୀ ଚେତାବନୀ ଦେଇଛନ୍ତି ।।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026

You Might Also Like