-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ବାତ୍ୟା ପାଇଁ ହେବାକୁ ଥିବା ବର୍ଷା ଲାଗି ଏସବୁ ଜିଲ୍ଲାରେ ଜାରି କରାଗଲା ରେଡ ୱାଣ୍ଣିଂ

25-May-2021



ଭୁବନେଶ୍ୱର: (ଦୀପକ କୁମାର ଷଡ଼ଙ୍ଗୀ) ବାତ୍ୟା ୟାସ୍ ଏବେ ସମୁଦ୍ରରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ଆଗକୁ ବଢୁଛି । ପାରାଦୀପଠାରୁ ଏହା ଏବେ ୨୮୦ କିମି ଦୂରରେ ରହିଥିବାବେଳେ ବାଲେଶ୍ୱରଠାରୁ ୩୮୦ କିମି ଦୂରରେ ରହିଛି । ତେବେ ବାତ୍ୟାର ପ୍ରଭାବ ରାଜ୍ୟର ବିଭିନ୍ନ ଅଂଚଳରେ ଦେଖିବାକୁ ମିଳିଲାଣି । କିଛି ଅଂଚଳରେ ପବନ ବହିବା ସହିତ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି ।

ଏପରି ସ୍ଥିତିରେ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏହି ଜିଲ୍ଲାରେ ରେଡ୍ ୱାଣ୍ଣିଂ ଜାରି କରାଯାଇଛି ।ସେହିପରି ମୟୂରଭଞ୍ଜ, ଯାଜପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଅରେଞ୍ଜ ୱାଣ୍ଣିଂ ସହ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମରେ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ୨୬ ତାରିଖ ସାଢେ ୮ଟାରୁ ୨୭ ତାରିଖ ସାଢେ ୮ଟା ଯାଏଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ରେଡ୍ ୱାଣ୍ଣିଂ ଜାରି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like