-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||     

HOME   ଦେଶ ବିଦେଶ

ବିଶାଖାପାଟଣା ନିକଟ ମାଲକାପୁରମରେ ଥିବା ଏଚପିସିଏଲ୍ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୬ଜଣ ନିଖୋଜ

25-May-2021



ବିଶାଖାପାଟଣା: ମଙ୍ଗଳବାର ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ନିକଟ ମାଲକାପୁରମରେ ଥିବା ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ୍ ଲିମିଟେଡ୍ (ଏଚପିସିଏଲ୍) ର ଏକ ପ୍ଲାଣ୍ଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭାଇବା ପାଇଁ ସ୍ଥାନୀୟ ପ୍ରଶାସନ ଜିଲ୍ଲାର ବିଭିନ୍ନ ଶିଳ୍ପ ୟୁନିଟରୁ ଅଗ୍ନିଶମ ବାହିନୀ ପହଞ୍ଚିଥିବା ଜଣାପଡିଛି | ଭାରତୀୟ ନୌସେନାର ଏକ ବିଶେଷଜ୍ଞ ଦଳ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ପ୍ରଶାସନକୁ ସାହାଯ୍ୟ କରିଥିବା ନେଇ ସୂଚନା ମିଳିଛି |

   ତେବେ ବର୍ତ୍ତମାନ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ଦୁର୍ଘଟଣା ସମୟରେ ପ୍ଲାଣ୍ଟ ଭିତରେ ଥିବା ୬ଜଣ କର୍ମଚାରୀଙ୍କ କୌଣସି ପତ୍ତା ମିଳିପାରି ନାହିଁ | ନିଆଁକୁ ଆୟତ୍ତ କରାଯିବା ପରେ ଏବେ ୬ଜଣଙ୍କୁ ଖୋଜିବା ଆରମ୍ଭ କରାଯାଇଛି | ଏହି ଦୁର୍ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ | ଘଟଣା ସମୟର କିଛି ଫଟୋ ଓ ଭିଡ଼ିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ ଅଗ୍ନି ପିଣ୍ଡୁଳା ଉପରକୁ ଉଠୁଥିବା ଦେଖାଯାଇଛି | କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ଏବଂ କେହି ମୃତାହତ ହୋଇଛନ୍ତି କି ନାହିଁ ସେ ନେଇ ସ୍ଥାନୀୟ ପ୍ରଶାସନ ଅନୁସନ୍ଧାନ କରୁଛି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ   17-Jun-2026
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026
  ଜିଲ୍ଲା  
ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   17-Jun-2026
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026

You Might Also Like