-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଚାନ୍ଦିପୁର ଡିଆରଡିଓର ସୁରକ୍ଷା ଚିନ୍ତା, ସ୍ଥାନାନ୍ତର ହେଲେ କଲାମ ଦ୍ବୀପର ଅଧା କର୍ମଚାରୀ ସତର୍କ ରହିବାକୁ ଜରୁରୀ ବୈଠକ ସୂଚନା ଦେଲେ କର୍ତ୍ତୃପକ୍ଷ

26-May-2021



ବାଲେଶ୍ବର: ବାତ୍ୟା ‘ୟାସ’ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ସବୁଠୁ ଅଧିକ କ୍ଷତି ଘଟାଇବ ବୋଲି ପାଣିପାଗ ବିଭାଗ ସତର୍କ କରାଇବା ପରେ ଚାନ୍ଦିପୁର ସ୍ଥିତ ଡିଆରଡିଓର ଆଇଟିଆର ଏବଂ ପିଏକ୍ସଇ ସହ ଧାମରା ଉପକୂଳରେ ଥିବା କଲାମ ଦ୍ବୀପର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ଏନେଇ ଆଜି ଚାନ୍ଦିପୁରଠାରେ ପ୍ରତିରକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାତ୍ୟା ‘ୟାସ’କୁ ମୁକାବିଲା କରିବା ପାଇଁ ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦେଶ ଦିଆଯାଇଥିଲା।

ଆଇଟିଆରର ଅତିରିକ୍ତ ନିର୍ଦେଶକ ନୀଳାଦ୍ରୀ ରୟଙ୍କ ସୂଚନା ଅନୁଯାୟୀ, ଧାମରା ଠାରୁ ୧୩ କିଲୋମିଟର ଜଳଭାଗ ଭିତରେ ଥିବା କଲାମ ଦ୍ବୀପରେ ପ୍ରାୟ ୧୫୦ ଜଣ କର୍ମଚାରୀ ରହୁଥିବା ବେଳେ ‘ୟାସ’ର ପ୍ରଭାବକୁ ଦୃଷ୍ଟିରେ ରଖି ସେଠାରୁ ଅଧା କର୍ମଚାରୀ ଆଜି ସ୍ଥାନାନ୍ତର କରାଯାଇଛି ଏବଂ ସେଠାରେ ରହୁଥିବା ବାକି କର୍ମଚାରୀଙ୍କୁ ସେଠାରେ ଥିବା ବିଲ୍ଡିଂର ଉପର ମହଲାରେ ରହିବାକୁ ପରାମର୍ଶ ଦିଆଯାଇଛି।

ଏହାବାଦ ସେଠାରେ ରହିଥିବା କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ସମସ୍ତ ଉପକରଣଗୁଡ଼ିକୁ ନିରାପଦ ସ୍ଥାନରେ ରଖାଯାଇଛି। ସେହିପରି ଚାନ୍ଦିପୁରଠାରେ ଆଇଟିଆରର ପ୍ରବେଶ ପଥରେ ୟାସ ପାଇଁ ଏକ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ସମୁଦ୍ରପତ୍ତନ ଠାରୁ ୨ କିଲୋମିଟର ଉପରଭାଗରେ ଏହା ଅବସ୍ଥିତ ଥିବାରୁ ପରିସ୍ଥିତିକୁ ଦୃଷ୍ଟିରେ ପଦକ୍ଷେପ ‌ନିଆଯିବାକୁ ସମସ୍ତଙ୍କୁ ନିର୍ଦେଶ ଦିଆଯାଇଛି। କ୍ଷୟକ୍ଷତିର ମୁକାବିଲା ପାଇଁ ଆଇଟିଆର ଫାୟାର ଓ ୱାର୍କସ୍‌ ଟିମ୍‌, ପିଏକ୍ସଇର ଫାୟାର ଓ ୱାର୍କସ ଟିମ୍ ଏବଂ ଅଫିସର୍ସ-କର୍ମଚାରୀମାନେ ରହୁଥିବା କଲୋନି ଇଷ୍ଟେଟ୍‌ ମ୍ୟାନେଜମେଣ୍ଟ୍‌ର ଗୋଟିଏ ଲେଖାଏଁ ଟିମ୍‌କୁ ଆଲର୍ଟ କରାଯାଇଥିବା ଶ୍ରୀ ରୟ ସୂଚନା ମିଳିଛି।( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like