-+91-9937148622 |
prerana_bgr@rediffmail.com |
Wednesday 17th June 2026 |
R.N.I. Regd No. ODIODI/2010/46693
Breaking News
26-May-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ଗ୍ରହଣର ବୈଜ୍ଞାନିକ ମହତ୍ତ୍ୱ ସହ ଧାର୍ମିକ ଓ ଜ୍ୟୋତିଷ ଶାସ୍ତ୍ରରେ ମଧ୍ୟ ଏହାର ମହତ୍ତ୍ୱ ରହିଛି। ଧାର୍ମିକ ବିଶ୍ୱାସ ଅନୁସାରେ, ଗ୍ରହଣକୁ ଅଶୁଭ ବୋଲି କୁହାଯାଇ ଥାଏ। ଏଥିପାଇଁ ଗ୍ରହଣ ସମୟରେ କୌଣସି ଶୁଭ କାର୍ଯ୍ୟ ହୁଏ ନାହିଁ।ଭାରତୀୟ ସମୟ ଅନୁସାରେ,ଆଜି ଅପରାହ୍ନ ୨ଟା ୧୭ ମିନିଟରେ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ୧୯ରେ ସରିବ।