-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ରାଜ୍ୟ

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାର ୬୩୫ କରୋନା ଆକ୍ରାନ୍ତ

26-May-2021



ଭୁବନେଶ୍ବର,(ଶୁଭାଶିଷ ନାୟକ) : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦ ହଜାର ୬୩୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖଷାର୍ଦ୍ଧାରୁ ସର୍ବାଧିକ ୧୦୨୭ ଜଣ ଥିବା ବେଳେ, କଟକରୁ ୯୩୬ ଜଣ ଅଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୮୩୦, ଯାଜପୁରରୁ ୭୫୪, ଅନୁଗୁଳରୁ ୫୦୩, ସମ୍ବଲପୁରରୁ ୪୯୪, ପୁରୀରୁ ୪୭୨, ଭଦ୍ରକରୁ ୪୪୨, ମୟୂରଭଞ୍ଜରୁ ୪୩୮, ବରଗଡ଼ରୁ ୩୯୫, ବାଲେଶ୍ବରରୁ ୩୫୪, ଝାରସୁଗୁଡ଼ାରୁ ୩୪୦, ବଲାଙ୍ଗିରରୁ ୨୮୯, ନବରଙ୍ଗପୁରରୁ ୨୭୧, କୋରାପୁଟରୁ ୨୭୦, ନୟାଗଡ଼ରୁ ୨୬୫, ଢେଙ୍କାନାଳରୁ ୨୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ସେହିପରି ସୋନପୁରରୁ ୨୫୪ ଜଣ ସୁସ୍ଥ ହୋଇଥିବା ବେଳେ, ଗଞ୍ଜାମରୁ ୨୪୨, ବୌଦ୍ଧରୁ ୨୪୧, ନୂଆପଡ଼ାରୁ ୨୧୮, ଜଗତସିଂହପୁରରୁ ୧୯୯, ରାୟଗଡ଼ାରୁ ୧୬୯, କେନ୍ଦୁଝରରୁ ୧୬୭, କେନ୍ଦ୍ରାପଡ଼ାରୁ ୧୫୩, କଳାହାଣ୍ଡିରୁ ୧୨୩, ଦେବଗଡ଼ରୁ ୧୦୬, କନ୍ଧମାଳରୁ ୮୧, ଗଜପତିରୁ ୭୦, ମାଲକାନଗିରିରୁ ୬୯ ଓ ଷ୍ଟେଟ୍ ପୁଲରୁ ୨୦୦ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୬ ଲକ୍ଷ ୨୩ ହଜାର ୬୨୮ ଜଣ ଆକ୍ରାନ୍ତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like