-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଦୀର୍ଘ ୧୦ ବର୍ଷ ଧରି ଏ.ଏନ.ଏମ୍ ବଦଳରେ ସ୍ୱାମୀ କରୁଛନ୍ତି ଡିୟୁଟି; କୋମଳମତି ଶିଶୁଙ୍କ ଜୀବନ ପ୍ରତି ଖେଳୁଛନ୍ତି କି ଖେଳ? ହାତଗୁଞ୍ଜା ନେଇ ମେଡିକାଲ ଅଫିସର ଚୁପ

27-May-2021



କୋଦଳା(ପ୍ରେରଣା ଖବର) ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ରାହାଡ ସେକ୍ଟର ରେ କାର୍ଯ୍ୟରତ ଏ ଏନ ଏମ୍ କୁମୁଦିନୀ ଶତପଥୀ ଦୀର୍ଘ ୧୦ ବର୍ଷ ରୁ ଉର୍ଦ୍ଧ୍ବ ହେବ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ କୋଣସି କାର୍ଯ୍ୟରେ ଯୋଗ ଦେଇପାରୁନାହାନ୍ତି ଯାହାଫଳରେ କି ନିଜ ସ୍ୱାମୀ ଅଜିତ କୁମାର ଦାସ କାର୍ଯ୍ୟ କରୁଛନ୍ତି। ସ୍ୱାସ୍ଥ୍ୟ ବିଭାଗରେ ଏତେବଡ଼ ଗୁରୁତ୍ୱ ପୁର୍ଣ କାର୍ଯ୍ୟ କିଭଳି ସେ କରୁଛନ୍ତି ତାହା ପ୍ରଥମତଃ ପ୍ରଶ୍ନବାଚୀ? ଏ ଏନ ଏମ୍ ମାନଙ୍କ କାର୍ୟ୍ଯ ଯଥା ମା ମାନଙ୍କର ଗର୍ଭ ଧାରଣ ଠାରୁ ଆରମ୍ଭ କରି ଶିଶୁ ଜନ୍ମ ଓ ଶିଶୁକୁ ୩ ବର୍ଷ ପର୍ଯ୍ୟନ୍ତ ଟୀକାକରଣ କରିବା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସବୁ ରହିଛି। କିନ୍ତୁ ତାଙ୍କ ବଦଳରେ ତାଙ୍କ ସ୍ବାମୀ ଏହି ସବୁ କାର୍ଯ୍ୟ କରୁଛନ୍ତି। ସବୁଠାରୁ ବଡ଼ ଆଶ୍ଚର୍ଯ୍ୟର କଥା ଏହି କି ଯେ ଦୀର୍ଘ ୧୦ ବର୍ଷ ହେଲା ଏଭଳି ଚାଲି ଆସୁଛି କିନ୍ତୁ କାହିଁକି ମେଡିକାଲ ଅଫିସର ମାନେ ନିରବ? ଏନେଇ ଆମ ପ୍ରତିନିଧି ସୁମୁଣ୍ଡଳ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡ଼ଃ ରାଜେନ୍ଦ୍ର ପ୍ରଧାନଙ୍କୁ ପଚାରିବାରୁ ସେ କହିଲେ କି କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଇନଚାର୍ଜ ସୁଜିତ ବେହେରାଙ୍କୁ ମୋ ଚାର୍ଜ ଦେଇଦେଇଛି।କିନ୍ତୁ ଡକ୍ଟର ବେହେରାଙ୍କୁ ଯୋଗାଯୋଗ କରିବାରୁ ସେ କହିଲେ ଏ ବିଷୟରେ ମୁଁ ଶୁଣିଛି କଣ ହୋଇଛି ଦେଖିବା, ବଡ଼ ଆଶ୍ଚର୍ଯ୍ୟର କଥା ହେଉଛି କି ଜଣେ ଏ ଏନ ଏମ୍ ଙ୍କ ସ୍ୱାମୀ ଦୀର୍ଘ ୧୦ ବର୍ଷ ହେଲା ଏହି କାର୍ଯ୍ୟ କରି ଆସୁଛନ୍ତି ତଥାପି କେହି ଅଫିସର କିଭଳି ଜାଣୁନାହାନ୍ତି ନା ଜାଣିକି କିଛି ହାତଗୁଞ୍ଜା ନେଇକି ଅଜଣା ହେଉଛନ୍ତି। ତାଙ୍କ ସ୍ୱାମୀଙ୍କୁ ପଚାରିବାରୁ ସେ ସଫେଇ ଦେଇଛନ୍ତି କି ଯେ ମୋ ସ୍ତ୍ରୀର ସ୍ୱାସ୍ଥ୍ୟବସ୍ଥା ଠିକ ନଥିବା ହେତୁ ସି.ଡ଼ି.ଏମ୍.ଓ ଠାରୁ ଅନୁମତି ଆଣିଛି,ଏହି କାର୍ଯ୍ୟ ଆଜିକୁ ୧୦  ବର୍ଷ ହେଲା କରି ଆସୁଛି। ଏହା ବଡ଼ ଆଶଜ୍ୟ ଅଭିଜ୍ଞ ନଥିବା ଯଥା ଛୋଟ ଛୁଆ ମାନଙ୍କ ସହ ଜୀବନ ମୃତ୍ୟ ର ଖେଳ ଖେଳିବାର ଅନୁମତି କିଭଳି ପ୍ରଦାନ କରିଛନ୍ତି ସିଡ଼ି ଏମ୍ ଓ ତାହା ସବୁଠାରୁ ଆଶ୍ଚର୍ଯ୍ୟ ଲାଗୁଛି! ନାଁ ସାମ୍ବାଦିକ ମାନେ ପଚାରିବାରୁ ନିଜକୁ ବଞ୍ଚlଇବାକୁ ଏହିଭଳି ମନ୍ତବ୍ୟ ଦେଲେ,ସ୍ଥାନୀୟ ବାସିନ୍ଦା ଓ ଆଶା ମାନଙ୍କ କହିବା ମୁତାବକ ସେମାନେ କେବିବି ଉକ୍ତ ଏ.ଏନ.ଏମ୍ ଶତପଥୀଙ୍କୁ ଦେଖିନାହାନ୍ତି। ତାହା ହେଲେ ମାସକୁ ମାସ ଦରମା କେଉଁ ଭଳି ଭାବେ ଆସୁଛି ଏବଂ କାହା ନାମରେ ଅଶୁଚି! ସେକ୍ଟର ମିଟିଂ ରେ ଦସ୍ତଖତ କିଏ କରୁଛି? ଇତ୍ୟାଦି ଇତ୍ୟାଦି ପ୍ରଶ୍ନ? ସବୁ ଉଙ୍କି ମାରୁଛି। ଆଗାମୀ ଦିନରେ ଏଥିପ୍ରତି କେଉଁଭଳି ପଦକ୍ଷେପ ଗ୍ରହଣ କରାଯାଉଛି ଓ ଏଥିସହ ଜିଲ୍ଲା ପ୍ରଶାସନ ସମେତ ମେଡିକାଲ ଅଫିସର କଣ କାର୍ଯାନୁଷ୍ଠାନ ଗ୍ରହଣ କରୁଛନ୍ତି ପାଇଥିବା ଦରମା ଫେରସ୍ତ କରିବା ସହ ଅଜିତ ଙ୍କ ଉପରେ ଆଇନ ଗତ କାର୍ଯାନୁଷ୍ଠାନ ନେବେ କି ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like