-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ ସମାଜସେବୀ ମନୋଜ କୁମାର ପଟ୍ଟନାୟକ ଙ୍କ ଜନ୍ମ ଦିବସରେ ଜନତାଙ୍କ ପାଇଁ ରକ୍ତଦାନ

27-May-2021



ନର୍ଲା (ସଞ୍ଜୀବ ଦାସ) ଜିଲ୍ଲାର ପରିଚିତ ମୁହଁ, ବିଶିଷ୍ଟ ସମାଜସେବୀ ମନୋଜ କୁମାର ପଟ୍ଟନାୟକ ଙ୍କ ଆଜି ଜନ୍ମ ଦିବସ । ଜନ୍ମ ଦିବସକୁ ଲୋକେ ବିଭିନ୍ନ ଢ଼ଙ୍ଗରେ ଏପରିକି ପାରିବାରିକ, ସାଙ୍ଗସାଥି ମାନଙ୍କୁ ନେଇ ମଉଜ ମସ୍ତି କରୁଥିବା ବେଳେ ଶ୍ରୀଯୁକ୍ତ ପଟ୍ଟନାୟକ ଏକ ରକ୍ତଦାନ ଶିବିରର ଆୟୋଜନ କରି ରକ୍ତଦାନ କରିଛନ୍ତି । କରୋନା ସଂକ୍ରମଣ ସମୟରେ ରୋଗୀ ରକ୍ତାଭାବରେ ହଇରାଣ ହେଉଥିବା ବେଳେ ଶ୍ରୀଯୁକ୍ତ ପଟ୍ଟନାୟକ ନିଜେ ରକ୍ତଦାନ କରିବା ସହ ନିଜର ସହଯୋଗୀ ମାନଙ୍କୁ ନେଇ ୫୭ ୟୁନିଟ ରକ୍ତଦାନ କରିଛନ୍ତି ।

ସ୍ବର୍ଗଦ୍ବାର ସେବା ସଂଗଠନର ସହଯୋଗରେ ତଥା ସଂଗଠନର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଜନ୍ମଦିନରେ ଏଭଳି ଏକ ନିଆରା ପଦକ୍ଷେପକୁ ସାଧାରଣରେ ଭୂୟସି ପ୍ରଶଂସା କରାଯାଇଛି । ମୁଖ୍ୟ ଅତିଥି ଭାବରେ କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର ଓଦୁ ଓ ନର୍ଲା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦଘାଟନ କରିଥିଲେ । ନର୍ଲା,କର୍ଲାମୁଣ୍ଡା,ମ.ରାମପୁର,କେସିଙ୍ଗା ଆଦି ବ୍ଲକର ବିଭିନ୍ନ ଗ୍ରାମରୁ ଯୁବକ ମାନେ ଆସି ରକ୍ତଦାନ କରି ଜନ୍ମ ଦିବସ ପାଳନ କରିଥିଲେ । ସ୍ବର୍ଗଦ୍ବାର ସେବା ସଂଗଠନର ସଂପାଦକ ମନୋଜ କୁମାର ଷଡ଼ଙ୍ଗୀ, ସଦସ୍ୟ ସରୋଜ ସାହୁ,ସଜନ ଅଗ୍ରଓ୍ବାଲ ସମେତ ବହୁ କର୍ମି ଉପସ୍ଥିତ ହୋଇଥିଲେ । ଏରିଆ ଖବର  ନ୍ୟୁଜ ଚ୍ୟାନେଲ ତରଫରୁ ସମାଜସେବୀ ଶ୍ରୀଯୁକ୍ତ ପଟ୍ଟନାୟକ ଙ୍କୁ ସମ୍ମାନିତ କରାଯାଇଥିବା ବେଳେ , କେସିଙ୍ଗା ବ୍ଲକ ପ୍ରଶାସନ ତରଫରୁ କରୋନା ସଂକ୍ରମିତଙ୍କ ଶବ ସତ୍କାର କରିଥିବା କୁ ନେଇ ଶ୍ରୀ ପଟ୍ଟନାୟକଙ୍କୁ ଉପଢଉକନ ସହ ମାନପତ୍ର ପ୍ରଦାନ କରିଥିଲେ ବିଡ଼ିଓ ଶ୍ରୀଯୁକ୍ତ ଓଦୁ ନିଆରା ଜନ୍ମଦିନ ପାଳନକୁ ସାରା ଜିଲ୍ଲାରେ ଭୂୟସି ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like