-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଆଇନ ସେବା ପ୍ରାଧୀକରଣ ତରଫରୁ କଠିନ ବର୍ଜ୍ୟ ବସ୍ତୁ ପରିଚାଳନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

27-May-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) :ଆଜି ଜିଲ୍ଲା ଆଇନ ସେବା ପ୍ରାଧୀକରଣର ଭାରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ଅଜନ୍ତା ସଡଙ୍ଗିଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣର ସଚିବ  ଦେବାଶିଷ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିକଲ୍ପ ସମାଧାନ କେନ୍ଦ୍ର ବଲାଙ୍ଗୀର ର ବାସଗୃହ ଠାରେ ଅନଲାଇନ ମାଧ୍ୟମରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସିଭିଲ ଜଜ୍ (କନିଷ୍ଠ ବିଭାଗ) ଶ୍ରୀମତୀ ସସ୍ମିତା ସେଠି କଠିନ ବର୍ଜ୍ୟବସ୍ତୁ ପରିଚାଳନାର ବିଭିନ୍ନ ମାର୍ଗ ବିଷୟରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ। ଏହା ପରେ ପରିବିଷାଧିନ ଡି. ଏସ୍. ପି  ଅମିତ କୁମାର ପଣ୍ଡା ମଧ୍ଯ କଠିନ ବର୍ଜ୍ୟବସ୍ତୁର ପୃଥିବୀ ଉପରେ ପଡୁଥିବା ପ୍ରଭାବ ଏବଂ ଏହାର ନିରାକରଣ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିଥିଲେ। ପରିଶେଷରେ ପ୍ରାଧିକରଣର ସଚିବ ପ୍ରାଧିକରଣ ଦ୍ବାରା ପରିଚାଳିତ ବିଭିନ୍ନ ଆଇନ ସହାୟତା ଯୋଜନା ଯେପରିକି RCA, ଆପୋଷ ବୁଝାମଣା ମାଧ୍ୟମରେ ସମସ୍ୟାର ସମାଧାନ ଲୋକ ଅଦାଲତ ଆଦି ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ଏହା ସହିତ ବର୍ତ୍ତମାନ ସାରା ବିଶ୍ୱକୁ କବଳିତ କରୋନା ମହାମାରୀ ଠାରୁ ଦୂରେଇ ରହିବା ପାଇଁ ବିଭିନ୍ନ ସତର୍କତା ପନ୍ଥା ଅବଲମ୍ବନ କରିବା ପାଇଁ ପ୍ରବର୍ତ୍ତାଇବା ସହ କରୋନା ସମୟରେ ବ୍ଯବହୃତ ବିଭିନ୍ନ କଠିନ ବର୍ଜ୍ୟବସ୍ତୁ ର ପରିଚାଳନା ସମ୍ବନ୍ଧରେ ଆଲୋକପାତ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like