-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||     

HOME   ଜିଲ୍ଲା

ଉତ୍କଳ ବିକାଶ ପରିଷଦ ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ

27-May-2021



କଟକ : କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ ଲକଡାଉନ,ସଟଡାଉନ,ସାମୁଦ୍ରିକ ବାତ୍ୟା ୟଶ ଏବଂ ନିରବିଛିନ୍ନ ବର୍ଷାରେ ପ୍ରଭାବିତ ହୋଇଥିବା ଅରିଲୋ,ରାମକମାରପୁର ଆଦି କଟକ ସଦର ବିଭିନ୍ନ ସ୍ଥାନରେ ଥିବା ଦିବ୍ୟାଙ୍ଗ,ଭିନ୍ନକ୍ଷମ ଲୋକ,ରାସ୍ତା କଡରେ ଥିବା ଅସହାୟ ଲୋକ ମାନଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନସହ ପରିଷଦର ଜରୁରୀ କାଳୀନ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏହି ସେଵା କାର୍ଯ୍ୟକ୍ରମକୁ ପରିଷଦ ପକ୍ଷରୁ ଜ୍ୟୋତିପ୍ରକାଶ ପଣ୍ଡା,ଅନନ୍ତ ନାଥ,ସତ୍ୟବ୍ରତ ରାଉତ,ଶଙ୍କର୍ଷଣ ଦାସ,ମନୋଜ ଭୋଇ,ସ୍ବରୂପ ସୁମନ ଦାସ,ବିମଳ କୁମାର ପଣ୍ଡା,ଲଷ୍ମୀକାନ୍ତ ତ୍ରିପାଠୀ ପ୍ରମୁଖ ବହୁ ସ୍ୱେଚ୍ଛାସେବୀ ମାନେ ବାତ୍ୟା, ବର୍ଷାକୁ ଖାତିର ନକରି ଉପସ୍ଥିତ ରହି ଲୋକଙ୍କୁ ସେବା ଯୋଗାଇଥିଲେ । ଏହି ସେଵାକାର୍ଯ୍ୟ ବିଭିନ୍ନ ସ୍ଥାନରେ ଜାରୀ ରଖିବାକୁ ସଭାପତି ଯୁବସମାଜସେବୀ ଇଂ.ପ୍ରକାଶ ଚନ୍ଦ୍ର ସେଠୀ କାର୍ଯ୍ୟକର୍ତା ମାନଙ୍କୁ ନିବେଦନ କରିଛନ୍ତି । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026

You Might Also Like