-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବାତ୍ୟା ୟାସର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସନ୍ତାକଲି ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

27-May-2021



ଭୁବନେଶ୍ୱର: ବୁଧବାର ସକାଳେ ଓଡ଼ିଶାର ଧାମରା ବନ୍ଦର ନିକଟରେ ୧୩୦-୧୪୦ କିଲୋମିଟର ବେଗରେ ବାତ୍ୟା ୟାସ୍ ଲ୍ୟାଣ୍ଡଫଲ କରିଥିଲା | ଓଡ଼ିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ୟାସର ତାଣ୍ଡବ ପରେ ଏବେ ଲକ୍ଷାଧିକ ଘର ନଷ୍ଟ ହୋଇଛି | ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକଲି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବେ ବୋଲି ଜଣାପଡିଛି |

 

ସେ ପ୍ରଥମେ ଭୁବନେଶ୍ୱରରେ ଅବତରଣ କରି ଏକ ସମୀକ୍ଷା ବୈଠକ କରିବେ। ତା’ପରେ ସେ ଆକାଶମାର୍ଗରେ ବାଲେଶ୍ୱର, ଭଦ୍ରକ ଏବଂ ପୂର୍ବ ମେଦିନୀପୁରର ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ବୁଲି ଦେଖିବେ। ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ସାରିବା ପରେ ସେ ପଶ୍ଚିମବଙ୍ଗରେ ସମୀକ୍ଷା ବୈଠକରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି |

ତେବେ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ ବୋଲି ଆଶା କରାଯାଉଛି।

 

ଏହା ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରାଯିବ। ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ସେହିପରି ବାତ୍ୟା ସମୟରେ ସ୍ୱାସ୍ଥ୍ୟ ସେବା ଯୋଗାଇଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସେ ଧନ୍ୟବାଦ ଜଣାଇଥିଲେ। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like