-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : କରୋନା ମହାମାରୀ ସମୟରେ ଗ୍ରାଉଣ୍ଡ ଜିରୋରେ ଲୋକଙ୍କ ସେବାରେ ସମର୍ପିତ ଜଣେ କୋଭିଡ଼ ଯୋଦ୍ଧା - ନୋଡାଲ ଅଫିସର ଚନ୍ଦ୍ରଶେଖର ଭୋଇ

28-May-2021



କଣ୍ଟାବାଞ୍ଜି, (ଆନନ୍ଦ ମୋଟେ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ଉପର ମୁହାଁ ହେଉଥିବା ଦେଖାଯାଉଛି । ଏଭଲି ସ୍ଥତିରେ କଣ୍ଟାବାଞ୍ଜି ସହରର ପ୍ରଶାସନିକ ଅଧିକାରି ମାନେ ଲୋକଙ୍କ ସେବା କରିବା ସହ କରୋନା ସଂକ୍ରମଣ ସଂଖ୍ୟା ଉପରେ କିପରି ବ୍ରେକ ଲାଗିବ ସେନେଇ କାମ କରୁଛନ୍ତି ।

  କଣ୍ଟାବାଞ୍ଜି ଏନଏସି ନୋଡାଲ ଅଫିସର ଚନ୍ଦ୍ର ଶେଖର ଭୋଇ ବର୍ତମାନ ସମୟରେ  ଅଫିସ କାମ କରିବା ସହ ସହରରେ ୧୬ଟି ୱାର୍ଡରେ ଗ୍ରାଉଣ୍ଡ ଜିରୋକୁ ଯାଇ ଲୋକଙ୍କ ସମସ୍ୟା ବୁଝୂଛନ୍ତି । କୌଣସି ଉଚ୍ଚ ପଦାଧିକାରି କଣ୍ଟାବାଞ୍ଜି ସହର ପରିଦର୍ଶନ ପାଇଁ ଆସିଲେ ନୋଡାଲ ଅଫିସର ଶ୍ରୀ ଭୋଇ ତାଙ୍କ ସହ କରୋନା ରୋଗୀ ମାନଙ୍କ ଘରକୁ ଯାଇ ସ୍ୱାସ୍ଥ୍ୟ ଅବସ୍ଥା ବୁଝୂଛନ୍ତି । କରୋନା ପ୍ରଥମ ଲହରି ସମୟରେ ସେ ସବୁ ସମୟରେ ଗ୍ରାଉଣ୍ଡରେ କାମ କରୁଥିବା ଯୋଗୁ ପଜିଟିଭ ହୋଇଥିଲା । ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରି ସୁସ୍ଥ ହୋଇଥିଲେ । ସେହି ସମୟରେ ରାଜ୍ୟ ବାହରୁ ଆସୁଥୁବା ଶ୍ରମିକ ମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିବା ସହ ସେମାନଙ୍କ ଖାଇବାରୁ ଆରମ୍ଭ କରି ସବୁ ବୁଝୁଥିଲେ । ବର୍ତମାନ କରୋନାର ଦ୍ଵିତୀୟ ଲହରି ମଧ୍ୟ ନୋଡାଲ ଅଫିସର କରିନାର ଟିକିନିକି କାମ ବୁଝୂଛନ୍ତିି । ଅସହାୟ ମାନଙ୍କ ରନ୍ଧ୍ୟା ଖାଦ୍ୟ ଦେବା ସହ ଗୁଲା ଗାଇଗୋରୁ ମାନଙ୍କ ଖାଦ୍ୟ ଦେବା ଭାଳି ସବୁ କାମ କରୁଛନ୍ତି । କେବଳ ଯେ ନୋଡାଲ ଅଫିସର ଶ୍ରୀ ଭୋଇ ଗ୍ରାଉଣ୍ଡ ଜିରୋରେ କାମ କରୁଛନ୍ତି ତାହା ନୁହେଁ ଏନଏସି ଅଫିସରରେ ନିଜ ଦାୟିତ୍ୱ ନିର୍ବାହ  କରୁଛନ୍ତି । ଅନେକ ସମୟରେ ନୋଡାଲ ଅଫିସର ଶ୍ରୀ ଭୋଇଙ୍କୁ କୌଣସି ସମସ୍ୟା ନେଇ ଫୋନ କଲେ ସେ ସମସ୍ୟା ସମାଧାନ ପାଇଁ ସବୁ ସମୟରେ ଚେଷ୍ଟା ଜାରି ରଖିଛନ୍ତିି । ଅଫିସରେ କୌଣସି ଲୋକଙ୍କ ଜରୁରୀ କାମ ଥିଲେ ଅତି ସରଲ ଉପାୟରେ ସେହି କାମ କରିଦେଇଥାନ୍ତି । ଏନଏସି ଅଫିସରେ ଯଦି କୌଣସି କାମ କାହାର କରିବାର ଥିଲେ ତେବେ ନୋଡାଲ ଅଫିସର ଚନ୍ଦ୍ର ଶେଖର ଭୋଇଙ୍କୁ ଖୋଜାପଡେ । କରୋନାର ଦ୍ଵିତୀୟ ଲହରି କଣ୍ଟାବାଞ୍ଜି ସହରରେ ଦେଖିବାକୁ ମିଲୁଥିବା ବେଳେ ନିଜ ପରିବାରର ଚିନ୍ତା ନକରି କଣ୍ଟାବାଞ୍ଜି ଏନଏସି ର ସହରବାସୀଙ୍କୁ ନିଜ ପରିବାର ଭାବି ସବୁ କାମ କରୁଥିବାରୁ ଲୋକେ ନୋଡାଲ ଅଫିସର ଥିଲେ ଆମର କିଛି ଚିନ୍ତା ନାହିଁ ବୋଲି କହିଥାନ୍ତି । ପ୍ରକୃତରେ ଚନ୍ଦ୍ରଶେଖର ହେଇଛନ୍ତି ସମସ୍ତଙ୍କ ପାଇଁ ପ୍ରେରଣା ର ଉତ୍ସ, ଏଥିରେ ସନ୍ଦେହ ନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026

You Might Also Like