-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିର ବିଭିନ୍ନ ସଂଗଠନ ପକ୍ଷରୁ ପ୍ରଶାସନଙ୍କୁ ଅକ୍ସିଜେନ ସିଲିଣ୍ଡର ପ୍ରଦାନ

28-May-2021



କଣ୍ଟାବାଞ୍ଜି-(ଆନନ୍ଦ ମୋଟେ) :  ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢୁଥିବା ଦେଖାଯାଉଛି । ଅନେକ ସଂକ୍ରମିତ ରୋଗୀ ଘରେ ସଂଘରୋଧ ଥିବା ବେଳେ ତାଙ୍କୁ ଅକ୍ସିଜେନ ଅଭାବ ହେଉଥିବା ଦେଖାଯାଉଛି । ତେବେ କଣ୍ଟାବାଞ୍ଜି ସହରର ବିଭିନ୍ନ ସଂଗଠନ ଏଭଲି ରୋଗୀଙ୍କୁ ଅକ୍ସିଜେନ ଯୋଗାଇଦେଉଛି । କେବଳ ଯେ ଅକ୍ସିଜେନ ସେବା କଣ୍ଟାବାଞ୍ଜି ସହରରେ ସିମିତ ରହୁଛି ତାହା ନୁହେଁ କଣ୍ଟାବାଞ୍ଜି ଅଂଚଳର ଆଖପାଖ ବେଲଫଡା, ଲାଠୋର, ମୁରିବାହାଲ, ବଙ୍ଗୋମୁଣ୍ଡା ସହ ଅନ୍ୟ ଅଂଚଳର ଲୋକ ଏଠୁ ଅକ୍ସିଜେନ ନେଇ ତାଙ୍କ ରୋଗୀ ମାନଙ୍କ ପାଇଁ ବ୍ୟବହାର କରୁଛନ୍ତି । ତେବେ ଯେଉଁ ସଂଗଠନ ମାନେ ଅକ୍ସିଜେନ ସେବା ଯୋଗାଇ ଦେଉଛନ୍ତି ତାଙ୍କ ଠାରୁ ଜିଲ୍ଲା ପ୍ରଶାସନ ଅକ୍ସିଜେନ ସିଲିଣ୍ଡର ଦେବାକୁ ଅନୁରୋଧ କରିଛନ୍ତି । ଏହି ଅକ୍ସିଜେନ ଜିଲ୍ଲାର କୋଭିଡ କେୟାର ସେଣ୍ଟରରେ ରୋଗୀଙ୍କ କାମରେ ଆସିବ ବୋଲି ଜଣାଯାଇଛି । କଣ୍ଟାବାଞ୍ଜି ପ୍ରେସ  କ୍ଲବ ୧୧ଟି ଅକ୍ସିଜେନ ସିଲିଣ୍ଡର ଲୋକଙ୍କ ସେବାରେ ଦେଉଥିବା ବେଳେ ସେମାନେ ସେହି ଭିତରୁ ୨ ଟି ଜିଲ୍ଲାପ୍ରଶାସନଙ୍କକ ଅନୁରୋଧ କ୍ରମେ ସ୍ଥାନିତ ତହସିଲଦାର ଅଶୋକ କୁମାର ମାଝିଙ୍କୁ ପ୍ରଦାନ କରିଛନ୍ତି । ସେହିପରି ମାରୱାଡି ୟୁବା ମଂଚ ବିକାଶ ଶାଖା ୨, ବ୍ରାହ୍ମଣ ସମାଜ ୩, ମାରୱାଡି ୟୁବା ମଂଚ ୫ଟି ଅକ୍ସିଜେନ ସିଲିଣ୍ଡର ଜିଲ୍ଲା ପ୍ରଶାସନଙ୍କୁ ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like