-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସର ଜୀବେ ଦୟା କାର୍ଯ୍ୟକ୍ରମ

28-May-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) : ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ଯୋଗୁଁ ସାରା ରାଜ୍ୟରେ ତାଲାବନ୍ଦ ହୋଇଛି।ଲୋକମାନେ କାମଧନ୍ଦା କରିବାକୁ ଘରୁ ବାହାରି ନପାରିବାରୁ ଭୋକ ଉପାସରେ ଦିନ କାଟୁଛନ୍ତି।ସେହିପରି ଅବସ୍ଥା ଜୀବଜନ୍ତୁଙ୍କର ମଧ୍ୟ ଦେଖିବାକୁ ମିଳୁଛି।ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ ହେଉଛି ହରିଶଙ୍କର।ଏଠାକୁ ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି ବୁଲିବାକୁ।ଏଠାରେ ଥିବା ମାଙ୍କଡ଼

ମାନଙ୍କୁ ଶ୍ରଦ୍ଧାଳୁମାନେ ଫଳ,ଚଣା,ବାଦାମ, ନଡ଼ିଆ, ବିସ୍କୁଟ, ଚୁଡା ଆଦି ଖାଇବା ଜିନିଷ ଦେଇଥାନ୍ତି।ମାଙ୍କଡମାନେ ସେଗୁଡିକ ଖାଇବା ସହିତ ଜଙ୍ଗଲି ଫଳମୂଳ ଖାଇ ପେଟ ପୁରାଇଥାନ୍ତି।ବର୍ତ୍ତମାନ ତାଲାବନ୍ଦ ଯୋଗୁଁ ଦର୍ଶକ ମାନେ ହରିଶଙ୍କର ଆସୂନାହାନ୍ତି ଯାହା ଫଳରେ ମାଙ୍କଡମାନେ ଖାଇବାକୁ ପାଉନାହାନ୍ତି।ମାଙ୍କଡମାନେ ଭୋକ ଉପାସରେ ପଡିରହିଛନ୍ତି ବୋଲି ସୋସିଆଲ ମିଡିଆରେ ଖବରପାଇ ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ ମାଙ୍କଡମାନଙ୍କ ପାଇଁ ଖାଇବା ଯୋଗାଡ କରିବାରେ ଲାଗିଥିଲେ।କିଛି ଶୁଭେଚ୍ଛୁ ଅଜୟ 

ମାରୁତି ଗେସ ଏଜେନ୍ସି, ଶୈଳେନ୍ଦ୍ର ଜୈନ,ନବଲ ଶର୍ମା, ଦୀପକ ରାଇସମିଲଙ୍କୁ ଯୋଗାଯୋଗ କରି ତାଙ୍କରି ଆର୍ଥିକ ସହାୟତାରେ ତରଭୁଜ,କାକୁଡ଼ି, ବାଇଗଣ, ବିସ୍କୁଟ, କଦଳୀ ଆଦି ଖାଇବା ଜିନିଷ ଧରି ହରିଶଙ୍କର ଯାଇ ଖାଇବାକୁ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ପ୍ରେମରାଜ ପାଣିଗ୍ରାହୀ, ଥମିର ଛତ୍ରିଆ, ପ୍ରକାଶ ସେଲମା,ବିବେକାନନ୍ଦ ରାଏ ମାଙ୍କଡମାନଙ୍କୁ ଖାଦ୍ୟ ଦେବାରେ ସହଯୋଗ କରିଥିଲେ।ମାଙ୍କଡମାନଙ୍କୁ ଖାଦ୍ୟ ଯୋଗାଇଦେବାକୁ ବଦାନ୍ୟ ବ୍ୟକ୍ତିମାନଙ୍କୁ ସୋସିଆଲ ମିଡିଆରେ ଶ୍ରୀ ଦାଶ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like