-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ଦେଢ଼ କ୍ବିଣ୍ଟାଲ୍ ଗଞ୍ଜେଇ ସହ ଜଣେ ଗିରଫ

28-May-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): ବ୍ରହ୍ମପୁର ଅବକାରୀ ବିଭାଗ ପକ୍ଷରୁ ବାଲିଗୁଡ଼ା ଥାନା ଖମନଖୋଲ ପଞ୍ଚାୟତର  ଡୁବୁଲିପଦର ଗ୍ରାମରେ ଚଢ଼ାଉ କରି ଦେଢ଼ କ୍ବିଣ୍ଟାଲ୍ ଗଞ୍ଜେଇ ଜବତ କରି ଘଟଣାରେ ଜଣକୁ ଗିରଫ କରିଛି ଅବକାରୀ ପୋଲିସ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ସୂଚନା ମିଳିଛି । ସୂଚନା ପ୍ରକାରେ ବର୍ତ୍ତମାନ ସମୟରେ ମହାମାରୀ କରୋନା ସାରା ଦେଶରେ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ରାଜ୍ୟରେ ମଧ୍ୟ କିଲର କରୋନା ଉତ୍କଟ ରୂପ ଧାରଣ କରିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେବାସହ ସବୁ ଜିଲ୍ଲାରେ ଲକ୍ ଡାଉନ୍, ସଟ୍ ଡାଉନ୍ ଜାରି ରଖିଛନ୍ତି । ଗାଡ଼ି ମୋଟର ଯାତାୟାତ ବନ୍ଦ ରହିଥିବା ବେଳେ ଚୋରା ବେପାରୀ ଏହାର ଫାଇଦା ଉଠାଉଛନ୍ତି । ସାଧାରଣତଃ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଗଞ୍ଜେଇ ଚୋରାଚାଲାଣ ଚାଲିଥିବା ବେଳେ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ବ୍ରହ୍ମପୁର ଅବକାରୀ ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍ ଗଠନ ହୋଇଥିଲା ଏବଂ ସେହି ଟିମ୍ ଆଜି ବାଲିଗୁଡ଼ା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ । ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଖମନଖୋଲ ଅଞ୍ଚଳକୁ ଗସ୍ତକରି ଗଞ୍ଜେଇ ଗଛିତ ରଖିଥିବା ଜଣଙ୍କ ଘରେ ଚଢ଼ାଉ କରିଥିଲା ଟିମ୍ । ଘଟଣାସ୍ଥଳରୁ ଦେଢ଼ କୁଇଣ୍ଟାଲ  ଗଞ୍ଜେଇ ଜବତ କରିବାସହ ଜଣକୁ ଗିରଫ କରିଛି ପୋଲିସ୍ ଏବଂ ଆଗାମୀ ଦିନରେ ମଧ୍ୟ ଏଭଳି ଚଢ଼ାଉ ଜାରି ରହିବ ବୋଲି ଅବକାରୀ ଏସ୍ଆଇ ବିଶ୍ବଜିତ ଦାସ  ସୂଚନା ଦେଇଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like