-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ରାଜ୍ୟ

କରୋନା ଭାଇରସ: ୨୭ ଦିନରେ ଜେଲରୁ ଜାମିନରେ ଗଲେଣି ୧୫୭୦ କଏଦୀ : ୬୫୮ ଅନ୍ତେବାସୀଙ୍କୁ ସ୍ଥାନାନ୍ତର

28-May-2021



ଭୁବନେଶ୍ୱର,(ସୁଭାସିସ ନାୟକ) : କରୋନା ସଂକ୍ରମଣକୁ ପ୍ରତିହତ କରିବାରେ ସଫଳ ହୋଇଛି ଜେଲ ବିଭାଗ । ଏବେ ରାଜ୍ୟରେ ଥିବା ଜେଲ ଗୁଡିକରେ ସଂକ୍ରମଣ ହ୍ରାସ ପାଇଛି । ମେ ମାସରେ ମୋଟରେ ୮୧୬ ଜଣ ସଂକ୍ରମିତ ଓଡ଼ିଶାର ବିଭିନ୍ନ ଜେଲରୁ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୨୦ ଜଣ ସୁସ୍ଥ ହୋଇଯାଇଥିବା ନେଇ ଜେଲ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ରାଜ୍ୟର ମୋଟ ୮୭ ଜେଲ ମଧ୍ୟରୁ ୫୪ ଜେଲରେ  କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଏବେ ରାଜ୍ୟରେ ବାକି ୩୩ ଜେଲରେ ମୋଟ ୩୯୬ ଜଣ ସକ୍ରିୟ ସକ୍ରମିତ ଅଛନ୍ତି ।
ଜେଲ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଜେଲରେ ସଂକ୍ରମଣ ରୋକିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଜେଲରୁ ଅନ୍ତେବାସୀଙ୍କ ସଂଖ୍ୟା କମାଇବାକୁ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟଙ୍କ ନିଦେ୍ର୍ଧଶ କ୍ରମେ ମେ ମାସରେ ମୋଟ ୧୫୭୦ ଅନ୍ତେବାସୀଙ୍କୁ ଛଡାଯାଇଛି  । ସେମାନଙ୍କ ମଧ୍ୟରୁ ପାରୋଲରେ କିଛି କଏଦୀଙ୍କୁ ଛଡା  ଯାଇଥିବା ବେଳେ କମ ଅପରାଧିକ ଦଣ୍ଡ ଥିବା ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି । ସୂଚନା ମୁତାବକ ମେ ମାସରେ ରାଜ୍ୟରେ ମୋଟ ୨୦୧୫୦ ଜଣ ଅନ୍ତେବାସୀ ରହୁଥିଲେ । ସଂକ୍ରମଣକୁ ଦୃଷ୍ଟି ରଖି ସଂଖ୍ୟା କମାଇବା ପ୍ରକ୍ରିୟା ଜାରି ରହିଥିବା ବେଳେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୮୫୮୦ ଅଛି । ତେବେ ସଂକ୍ରମଣ ରୋକିବାକୁ ଜେଲରେ ନିୟମିତ ବ୍ୟବଧାନରେ ସାନିଟାଇଜେସନ କରିବା ସହ କୋଭିଡ ନିୟମ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ସେହିପରି କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଅଧିକ କଏଦୀ ରହୁଥିବା ଜେଲରୁ କମ୍ କଏଦୀ ରହୁଥିବା ଜେଲକୁ ମୋଟ ୬୫୮ ଜଣ କଏଦୀଙ୍କୁ ସ୍ଥାନାନ୍ତର କରାଯାଇଛି ।
ଜେଲରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜେଲ ବିଭାଗ ପକ୍ଷରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରାଯାଇଛି ।  ରାଜ୍ୟରେ ଥିବା ସବ୍ ଜେଲ ଗୁଡିକୁ ୧୫ ହଜାର ଲେଖାଏଁ ସହାୟତା ପ୍ରଦାନ କରାଯାଇଥିବା ବେଳେ ଜିଲ୍ଲା ମୁଖ୍ୟ ଜେଲ ଅବା ସ୍ୱତନ୍ତ୍ର ଜେଲ ଗୁଡିକୁ ୨୫ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଇଛି । ଏହି ଟଙ୍କାରେ ଔଷଧ ଏବଂ ଅନ୍ୟାନ୍ୟ କିଟ୍ କିଣିବା ପାଇଁ କୁହାଯାଇଛି ।  ଜେଲରେ ସଫା ସୁରତା ରଖିବା ସହ ୱାର୍ଡରେ ସାନିଟାଇଜେନସ୍ କରିବାକୁ କୁହାଯାଇଛି ।  ତେବେ ଚିକିସôିତ ହେଉଥିବା କେରାନା ସଂକ୍ରମିତଙ୍କ ମଧ୍ୟରୁୁ ଗୁରୁତର ରୋଗୀଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ଜେଲ ଡିଜି ସମସ୍ତ ସୁପରିଟେଣ୍ଡେଣ୍ଟମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତିି ।
ଜେଲକୁ ବିଶୋଦ୍ଧନ କରିବା ପାଇଁ ସୋଡିୟମ ହାଇପୋକ୍ଲୋରାଇଡ ଯୋଗାଣ ପାଇଁ ଅଗ୍ନିମଶ ବିଭାଗ ସହାୟତା କରୁଥିବା ସୂଚନା ମିଳିଛି । ସ୍ଥ୍ାନୀୟ ସିଡିଏମ୍ଓ, ଉପ ଜିଲ୍ଲାପାଳମାନଙ୍କୁ ଜେଲର କରୋନା ସ୍ଥିତି  ଉପରେ ନଜର ରଖିôବାକୁ କୁହାଯାଇଛି । ନୋଡାଲ ଅଫିସରଙ୍କ ସହାୟତାରେ ଜେଲରେ କୋଭିଡ ନିୟମ କଡାକଡି ଭାବେ ପାଳନ କରିବାକୁ ସବୁ ସୁପରିଟେଣ୍ଡେଣ୍ଟମାନଙ୍କୁ କୁହାଯାଇଛି ।  ଅଧିକ ପ୍ରଭାବିତ ଜେଲ ଗୁଡିକରେ କରୋନା ସ୍ଥତି ସମ୍ପର୍କରେ ନିଜେ ଜେଲ ଡିଜିି ଭିଡିଓ କନଫେରେନ୍ସିଂ ଯୋଗେ ଆଲୋଚନା କରୁଛନ୍ତିି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like